Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମାଡ : ଏଥର ହେବନି ବାଲିଯାତ୍ରା
ଆଜିର ଖବର

କରୋନା ମାଡ : ଏଥର ହେବନି ବାଲିଯାତ୍ରା

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରସିଦ୍ଧ ବାଲିଯାତ୍ରା
ଆସନ୍ତା ନଭେମ୍ବର ୫ରୁ କଟକରେ ଆରମ୍ଭ ହେବ ପ୍ରସିଦ୍ଧ ବାଲିଯାତ୍ରା

କଟକ : କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କଟକ ବାଲିଯାତ୍ରା ଉପରେ କଟକଣା ଲାଗିଛି । ସହରରେ କୋଭିଡ୍‌ ସ୍ଥିତି ପାଇଁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି । ସେହିପରି ସାମୂହିକ ଭାବେ ବୋଇତ ବନ୍ଦାଣ ଉତ୍ସବ ପାଳନକୁ ମଧ୍ୟ ବାରଣ କରାଯାଇଛି । ସେହିପରି ଧବଳେଶ୍ବରରେ ବି ବଡଓଷା ପାଳନ ସମ୍ଭବ ନୁହେଁ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ।ଭିଡ ଓ ଗହଳିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବାଲିଯାତ୍ରା ହେବନି ବୋଲି କହିଛନ୍ତି କଟକ ଜିଲ୍ଲାପାଳ ।

ସୂଚନାଯୋଗ୍ୟ, ଯଦିଓ ରାଜ୍ୟରେ କରୋନା ମାମଲା ହ୍ରାସ ହେଉଛି, କିନ୍ତୁ ପାର୍ବଣକୁ ଦୃଷ୍ଟିରେ ରଖି ଅଧିକ ସତର୍କ ନିଆଯାଉଛି । ଶୀତଋତୁରେ କରୋନା ମାମଲା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଅପରପକ୍ଷରେ ୟୁରୋପ, ଫ୍ରାନ୍ସ ଜର୍ମାନୀ ଆଦି ରାଷ୍ଟ୍ରରେ ଶୀତ ଯୋଗୁଁ କରୋନାର ଦ୍ବିତୀୟ ଲହର ଦେଖିବାକୁ ମିଳିଲାଣି । କରୋନାକୁ ଦୃଷ୍ଟିରେ ରଖି ଉଭୟ କେନ୍ଦ୍ର ଓରାଜ୍ୟ ସରକାର ଯଥାସମ୍ଭବ ସତର୍କତା ଅବଲମ୍ବନ କରୁଛନ୍ତି ।

ବାଲିଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026

ପ୍ରତିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 22, 2026

ଡେଙ୍ଗୁ ବିରୋଧରେ ପ୍ରଭାବଶାଳୀ ହେବ କ୍ୟୁଡେଙ୍ଗା ଟୀକା: ସ୍ୱାସ୍ଥ୍ୟ ବିଶେଷଜ୍ଞ

July 22, 2026

ନିମାପଡ଼ାରେ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026
Latest News

“ଧର୍ମେନ୍ଦ୍ର ପ୍ରଧାନ ଏତେ ଗୁରୁତ୍ୱପୂର୍ଣ୍ଣ କାହିଁକି?”: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚାରିଲେ ଅଭିଜିତ ଦୀପକେ

July 22, 2026

ଉଦ୍ଧବ ଠାକରେଙ୍କୁ ଝଟକା!: ଛଅ ସାଂସଦଙ୍କ ସମ୍ପର୍କରେ ନେଲେ ବଡ଼ ନିଷ୍ପତ୍ତି

July 22, 2026

ପ୍ରତିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 22, 2026

ନ୍ୟୁୟର୍କରୁ ଲଣ୍ଡନ ପର୍ଯ୍ୟନ୍ତ ବ୍ୟାପିଲା ସୋନମ ୱାଙ୍ଗଚୁକଙ୍କ ପାଇଁ ପ୍ରତିବାଦ

July 22, 2026

ଡେଙ୍ଗୁ ବିରୋଧରେ ପ୍ରଭାବଶାଳୀ ହେବ କ୍ୟୁଡେଙ୍ଗା ଟୀକା: ସ୍ୱାସ୍ଥ୍ୟ ବିଶେଷଜ୍ଞ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.