Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1308କୁ ବୃଦ୍ଧି
ଆଜିର ଖବର

ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1308କୁ ବୃଦ୍ଧି

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ 3 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ 2 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1308କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ଆଜି ତିନି ମୃତକ ରହିଥିବାବେଳେ ଭୁବନେଶ୍ବରର 40 ବର୍ଷୀୟା ମହିଳା ଓ 66 ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ଅନ୍ୟ ଜଣେ ଖୋର୍ଦ୍ଧାର 59 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରୁ 54 ବର୍ଷୀୟା ମହିଳା ଓ 67 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳୁରୁ 55 ବର୍ଷୀୟ ବ୍ୟକ୍ତି, ଗଞ୍ଜାମରୁ 62 ବର୍ଷୀୟ ବ୍ୟକ୍ତି, ଝାରସୁଗୁଡାରୁ 68 ବର୍ଷୀୟ ବ୍ୟକ୍ତି, କନ୍ଧମାଳରୁ 42 ବର୍ଷୀୟ ବ୍ୟକ୍ତି, ନୂଆପଡାରୁ 45 ବର୍ଷୀୟ ବ୍ୟକ୍ତି, ରାୟଗଡାରୁ 61ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.