Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୮୦୦ ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୮୦୦ ଜଣ କୋରୋନା ଆକ୍ରାନ୍ତ

October 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୮୦୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୩୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୪୮, ନୂଆପଡ଼ାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୁଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ବରରୁ ୭୨, ପୁରୀରୁ ୬୯, ଯାଜପୁରରୁ ୬୬, ବରଗଡରୁ ୬୫, କେନ୍ଦ୍ରାପଡ଼ାରୁ ୬୨, ବଲାଙ୍ଗିରିରୁ ୬୧, ଭଦ୍ରକରୁ ୬୦, ଜଗତସିଂହପୁରରୁ ୬୦, ନବରଙ୍ଗପୁରରୁ ୫୩, କୋରାପୁଟରୁ ୪୪, କଳାହାଣ୍ଡିରୁ ୪୨, ଝାରସୁଗୁଡାରୁ ୪୦, ଢେଙ୍କାନାଳରୁ ୩୫, ମାଲକାନଗିରିରୁ ୩୫, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୨୯, କନ୍ଧମାଳରୁ ୨୯, ସୋନପୁରରୁ ୨୯, ନୟାଗଡରୁ ୨୭, ରାୟଗଡାରୁ ୧୨, ଦେବଗଡ଼ରୁ ୮, ଗଜପତିରୁ ୭, ବୌଦ୍ଧରୁ ୬ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୩ ହଜାର ୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ ମଧ୍ୟରୁ ୧୩ ହଜାର ୪୪୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

corona update covid patient Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026
Latest News

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି

April 15, 2026

ଆଜି ଏପ୍ରିଲ ୧୫ ତାରିଖ ବୁଧବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 15, 2026

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.