Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍‌ଟାରେ 48 ହଜାର 268 ଆକ୍ରାନ୍ତ ଚିହ୍ନଟ, 551 ମୃତ
ଆଜିର ଖବର

ଗତ 24 ଘଣ୍‌ଟାରେ 48 ହଜାର 268 ଆକ୍ରାନ୍ତ ଚିହ୍ନଟ, 551 ମୃତ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଗତ 24 ଘଣ୍‌ଟାରେ ଦେଶରେ 48 ହଜାର 268ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 551 ଜଣଙ୍କର ମୃତ୍ୟୁ ହୋଇଛି ।  ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 21 ହଜାର 641କୁ ବୃଦ୍ଧି ।ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 81 ଲକ୍ଷ 37 ହଜାର 119କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 5 ଲକ୍ଷ 82 ହଜାର 649 ରହିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 74 ଲକ୍ଷ 32 ହଜାର 829 ରହିଥିବାର ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ।

ଦୀର୍ଘ ସମୟ ପରେ ଗତ 24 ଘଣ୍ଟା ମଧ୍ୟରେ ଝାଡଖଣ୍ଡରେ ଗୋଟିଏ ବି କରୋନା ଜନିତ ମୃତ୍ୟୁ ହୋଇନାହିଁ । ରାଜ୍ୟରେ ମୃତକଙ୍କ ସଂଖ୍ୟା ସ୍ଥିର ରହିଛି । ଝାଡଖଣ୍ଡରେ 883ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ନୂତନ 323 ମାମଲା ସାମ୍ନାକୁ ଆସିଛି । ଝାରଖଣ୍ଡରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 101287 ରହିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 95208 ରହିଛି ।  ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ 50 ପ୍ରତିଶତ ଆଣ୍ଟିବଡି ସୃଷ୍ଟି ହୋଇଥିବାର ସୂଚନା ଦେଇଛି ଆଇଏମ୍‌ଆରସି । (ଏଜେନ୍ସି)

corona
Share. Facebook Twitter LinkedIn Email WhatsApp Copy Link

Related Posts

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026

ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 14, 2026

ରାଜା ଗ୍ରହଣ କଲେ ମା’ଭଗବତୀଙ୍କ ଆଜ୍ଞାମାଳ: ମା’କାଳିଜାଇଙ୍କ ପୀଠରେ ଆରମ୍ଭ ହେଲା ମକର ମେଳା

January 14, 2026
Latest News

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026

ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 14, 2026

ରାଜା ଗ୍ରହଣ କଲେ ମା’ଭଗବତୀଙ୍କ ଆଜ୍ଞାମାଳ: ମା’କାଳିଜାଇଙ୍କ ପୀଠରେ ଆରମ୍ଭ ହେଲା ମକର ମେଳା

January 14, 2026

ରମ୍ଭା ଥାନା ଅଞ୍ଚଳରୁ ପଶ୍ଚିମବଙ୍ଗ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.