Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୫୩ ଜଣ ଚିହ୍ନଟ ହୋଇଥିବାବେଳେ ୬୧୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୩ ହଜାର ୮୩୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୯୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୦୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୭୬, ବାଲେଶ୍ବରରୁ ୫୬, ବରଗଡରୁ ୬୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୬୩, ବୌଦ୍ଧରୁ ୧୭, କଟକରୁ ୧୨୬,  ଦେବଗଡରୁ ୫,  ଢେଙ୍କାନାଳରୁ ୧୭, ଗଜପତିରୁ ୮, ଗଞ୍ଜାମରୁ ୨୨, ଜଗତସିଂହପୁରରୁ  ୭୬, ଯାଜପୁରରୁ ୪୨, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୭୫, କେଉଁଝରରୁ ୫୧, କୋରାପୁଟରୁ ୨୪, ମାଲକାନଗିରିରୁ ୨୫,  ମୟୂରଭଞ୍ଜରୁ ୫୦, ନବରଙ୍ଗପୁରରୁ ୩୪, ନୟାଗଡରୁ ୩୧, ନୂଆପଡାରୁ ୬୧, ପୁରୀରୁ ୬୪, ରାୟଗଡାରୁ ୧୩,  ସମ୍ବଲପୁରରୁ ୩୪, ସୋନପୁରରୁ ୨୭, ସୁନ୍ଦରଗଡରୁ ୧୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.