Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1320କୁ ବୃଦ୍ଧି
ଆଜିର ଖବର

ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1320କୁ ବୃଦ୍ଧି

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସୁନ୍ଦରଗଡ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କେଉଁଝରରୁ 2ଜଣ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ପୁରୀ, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1320କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାର ତିନି ମୃତକଙ୍କ ମଧ୍ୟରେ ଜଣେ 43 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇଜଣ ଭୁବନେଶ୍ବରର 67 ବର୍ଷୀୟ ଓ 65 ବର୍ଷୀୟ ବ୍ୟକ୍ତି ରହିଛନ୍ତି । ସେହିପରି ସୁନ୍ଦରଗଡରୁ 70 ବର୍ଷ, 63 ବର୍ଷ ଓ 65 ବର୍ଷ ପୁରୁଷଙ୍କର ମୃତ୍ୟୁ ହୋଇଛି । କେଉଁଝରରୁ ଜଣେ 40 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 55 ବର୍ଷୀୟ ବ୍ୟକ୍ତି । ସେହିପରି, ଝାରସୁଗୁଡାରୁ 50 ବର୍ଷୀୟ ପୁରୁଷ, ପୁରୀରୁ 72 ବର୍ଷୀୟ ମହିଳା, ଗଞ୍ଜାମରୁ 34 ବର୍ଷୀୟ ପୁରୁଷ, ନୂଆପଡାରୁ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026
Latest News

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.