Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୪୫ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୫୩, ବଲାଙ୍ଗିରିରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୁଳରୁ ୭୮, କଳାହାଣ୍ଡିରୁ ୭୮, ନୂଆପଡ଼ାରୁ ୭୬, ବାଲେଶ୍ବରରୁ ୭୪, ଯାଜପୁରରୁ ୭୨, କେନ୍ଦୁଝରରୁ ୭୧, ବରଗଡରୁ ୬୩, କେନ୍ଦ୍ରାପଡାରୁ ୫୨, ଭଦ୍ରକରୁ ୫୦, ପୁରୀରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୪୬, ନବରଙ୍ଗପୁରରୁ ୪୫, କୋରାପୁଟରୁ ୪୨, ଝାରସୁଗୁଡାରୁ ୩୬, ନୟାଗଡରୁ ୩୩, ଗଞ୍ଜାମରୁ ୨୬, ମାଲକାନଗିରିରୁ ୨୫, କନ୍ଧମାଳରୁ ୨୪, ସୋନପୁରରୁ ୨୦, ରାୟଗଡାରୁ ୧୬, ଗଜପତିରୁ ୮, ଦେବଗଡରୁ ୯, ବୌଦ୍ଧରୁ ୨ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୫ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬ ମଧ୍ୟରୁ ୧୨ ହଜାର ୯୯୪ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Odisha recoverd କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.