Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ଚଢ଼ାଉ: ବିପୁଳ ମଦ ଜବତ ସହ ୧୪ ଗିରଫ
ଆଜିର ଖବର

ଅବକାରୀ ଚଢ଼ାଉ: ବିପୁଳ ମଦ ଜବତ ସହ ୧୪ ଗିରଫ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଜୁଆଆଡ୍ଡା ଚଢ଼ାଉ ପରି ଅବକାରୀ ଚଢ଼ାଉ ମଧ୍ୟ ଗଂଜାମ ଜିଲ୍ଲାରେ ଜୋର୍‌ଦାର ହୋଇଥିବା ଦେଖିବାକୁ ମିଳିଛି। ଆଜି ବିଭିନ୍ନ ଅବକାରୀ ଅଂଚଳରେ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ନିର୍ଦ୍ଦେଶରେ ଚଢ଼ାଉ ହୋଇଥିଲା। ଅବକାରୀ ବିଭାଗ ଏବଂ ଧରାକୋଟ ପୋଲିସ୍ ସୋରଡ଼ା ଅବକାରୀ ଅଂଚଳର ଚମ୍ପାପଲ୍ଲି ଏବଂ ଭଣ୍ଡାରୀବସା, ଖଲିକୋଟ ଅବକାରୀ ଏରିଆର ଅନ୍ତର୍ଗତ ଫାସୁଳା, ଭଂଜନଗର ଅବକାରୀ ଅଂଚଳ ଅନ୍ତର୍ଗତ ନାହାତୋଟାସାହି, ଜି. ରମ୍ଭା, ପୁରୁଷୋତ୍ତମପୁର ଅବକାରୀ ଅଂଚଳର ରାୟପୁର ଏବଂ ପ୍ରତାପୁର ଅଂଚଳରେ ଚଢ଼ାଉ ହୋଇଥିଲା। ଚଢ଼ାଉରେ ୬୭୭ ଲିଟର ଦେଶୀ ବେଆଇନ ମଦ, ୧୧୨୩୦ ଲିଟର ପୋଚ, ୧୭.୫ ଲିଟର ବିଦେଶୀ ମଦ ଏବଂ ମୋଟର ସାଇକେଲ୍ ଜବତ ହୋଇଛି। ଏଗୁଡ଼ିକ କାରବାର ଅଭିଯୋଗରେ ୧୪ ଜଣକୁ ଗିରଫ କରି କୋର୍ଟଚାଲଣ କରାଯାଇଛି। ଏହି ଚଢ଼ାଉରେ ସୋରଡ଼ା ଓଆଇସି, ଖଲିକୋଟ, ପୁରୁଷୋତ୍ତମପୁର, ଭଂଜନଗର ଅବକାରୀ ଏବଂ ଆଇଆଇସି, ଧରାକୋଟ ପୋଲିସ୍ ଭାଗ ନେଇଥିଲେ।

ଅବକାରୀ ଚଢ଼ାଉ ମଦ ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Latest News

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.