Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଂଜାମ ପୋଲିସ୍ ପକ୍ଷରୁ ଜୁଆଆଡ୍ଡା ଉପରେ କ୍ରମାଗତ ଚଢାଉ: ୨୪ ଘଣ୍ଟାରେ ପୁଣି ୧୧୪ ଜୁଆଡ଼ି ଗିରଫ
ଆଜିର ଖବର

ଗଂଜାମ ପୋଲିସ୍ ପକ୍ଷରୁ ଜୁଆଆଡ୍ଡା ଉପରେ କ୍ରମାଗତ ଚଢାଉ: ୨୪ ଘଣ୍ଟାରେ ପୁଣି ୧୧୪ ଜୁଆଡ଼ି ଗିରଫ

October 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗତ ଦୁଇଦିନ ମଧ୍ୟରେ ଗଂଜାମ ପୋଲିସ୍ ପକ୍ଷରୁ ବିଭିନ୍ନ ଅଂଚଳରେ ଚଢ଼ାଉ ହୋଇ ୧୬୧ ଜଣ ଜୁଆଡ଼ିକୁ ଗିରଫ କରାଯାଇଥିବାବେଳେ ଆଜି ମଧ୍ୟ ପୋଲିସ୍ ପକ୍ଷରୁ ଚଢ଼ାଉ କରାଯାଇ ୧୧୪ ଜଣ ଜୁଆଡ଼ିକୁ ଗିରଫ କରାଯାଇଛି। ଗଂଜାମ ପୋଲିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ୧୯ଟି ସ୍ଥାନରେ ଘନ ଘନ ଚଢ଼ାଉ ହୋଇଥିବାବେଳେ୧୧୪ ଜଣକୁ ଗିରଫ କରିବା ସହ ୧ ଲକ୍ଷ ୯୦ ହଜାର ୭୨୧ ଟଙ୍କା ଜବତ କରିଛି। ସେହିପରି ବ୍ରହ୍ମପୁର ପୋଲିସ୍ ଅର୍ନ୍ତଗତ ବୈଦ୍ୟନାଥପୁର ପୋଲିସ୍ ପକ୍ଷରୁ ମଧ୍ୟ ଏକ ଜୁଆଆଡ୍ଡା ଚଢ଼ାଉ କରାଯାଇଛି। ଆଜି ଲାଞ୍ଜିପଲ୍ଲୀ ମହାଲକ୍ଷ୍ମୀନଗର ଚତୁର୍ଥ ଗଳିରେ ଚଢ଼ାଉ ହୋଇ ୯ ଜଣ ଜୁଆଡ଼ିକୁ ଗିରଫ କରାଯାଇଥିବାବେଳେ ୩୯୪୭୦ ଟଙ୍କା ଏବଂ ୭ଟି ମୋବାଇଲ୍ ଫୋନ୍‌କୁ ପୋଲିସ୍ ଜବତ କରିଛି।

ଜୁଆଡ଼ି ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026
Latest News

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.