Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୦୧ ଜଣ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୦୧ ଜଣ

November 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୮୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୨୦ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 1st Nov (till 9am) pic.twitter.com/h9GRyT8wkq

— BMC (@bmcbbsr) November 1, 2020

ସେହିପରି ଆଜି ୨୦୧ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୮୩ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୨୩୬ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୭ ହଜାର ୭୪୪ ଜଣ ସୁସ୍ଥ ହୋଇଥିବାବେଳେ ୧୬୭ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୩୦୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ୱାଲ୍‌ଟାୟାର ଡିଭିଜନ ଟ୍ରେନ୍‌ଗୁଡ଼ିକରେ ଅଭିନବ ହାଇଜେନିକ୍ ଚା ଏବଂ କଫି ବିକ୍ରୟ ବ୍ୟବସ୍ଥା ଆରମ୍ଭ

January 14, 2026

ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ

January 14, 2026

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026
Latest News

ୱାଲ୍‌ଟାୟାର ଡିଭିଜନ ଟ୍ରେନ୍‌ଗୁଡ଼ିକରେ ଅଭିନବ ହାଇଜେନିକ୍ ଚା ଏବଂ କଫି ବିକ୍ରୟ ବ୍ୟବସ୍ଥା ଆରମ୍ଭ

January 14, 2026

ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ

January 14, 2026

ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 14, 2026

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.