ଭୁବନେଶ୍ବର : ରାଜ୍ୟପାଳଙ୍କୁ କରୋନା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି । ରାଜ୍ୟପାଳଙ୍କ ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ଏନେଇ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ରିପୋର୍ଟ ପିଜିଟିଭ୍ ଆସିବା ପରେ ତାଙ୍କ ସହ ନିକଟ ଅତୀତରେ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କୋଭିଡ୍ ପରୀକ୍ଷା କରାଇନେବାକୁ ରାଜ୍ୟପାଳ ଅନୁରୋଧ କରିଛନ୍ତି ।
Hon'ble Governor and first lady have tested corona positive and have advised all who have come in close contact recently to get themselves tested.
— Governor Odisha (@GovernorOdisha) November 2, 2020