Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ ଫୁଟାଇବାକୁ ଅନୁମତି ନାହିଁ : ଗେହଲଟ୍‌
ଆଜିର ଖବର

ବାଣ ଫୁଟାଇବାକୁ ଅନୁମତି ନାହିଁ : ଗେହଲଟ୍‌

November 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜୟପୁର : ଦୀପାବଳିରେ ବାଣ ବିକ୍ରି ଉପରେ କଟକଣା ଜାରି କରିଛି ରାଜସ୍ଥାନ । ଏନେଇ ଗେହଲଟ ଟ୍ୱିଟ କରି ସୂଚନା ଦେଇଛନ୍ତି । ରାଜ୍ୟରେ ବାୟୁ ପ୍ରଦୂଷଣ ଅଧିକ ରହିଥିବାରୁ ସରକାର ଦୀପାବଳିରେ ବାଣ ଫୁଟାଇବାକୁ ଅନୁମତି ଦେବେ ନାହିଁ ବୋଲି ଗେହଲଟ କହିଛନ୍ତି । ଶୁଦ୍ଧ ଏବଂ ସ୍ୱଚ୍ଛ ବାୟୁମଣ୍ଡଳ ପାଇଁ ରାଜସ୍ଥାନ ସରକାରଙ୍କ ପକ୍ଷରୁ “ଶୁଦ୍ଧ କେଲିଏ ୟୁଦ୍ଧ” ମିଶନର ପ୍ରାରମ୍ଭ ମଧ୍ୟ କରାଯାଇଛି। ଅପରପକ୍ଷରେ ରାଜସ୍ଥାନରେ ମାସ୍କ ବାଧ୍ୟତାମୂଳକ ପାଇଁ ଆଇନ ମଧ୍ୟ ପ୍ରଣୟନ କରିଛି । କରୋନା ସଂକ୍ରମଣ ଦେଶରେ ଲାଗି ରହିଥିବା କାରଣରୁ ମାସ୍କ ପିନ୍ଧିଲେ ଫାଇନ ଆଦାୟ କରାଯାଉଛି । ତେବେ ମାସ୍କ ପିନ୍ଧିବାକୁ ବାଧ୍ୟତା ମୂଳକ କରାଯାଇନାହିଁ  କିମ୍ବା ଏହାକୁ ନେଇ କୌଣସି ଆଇନ ପ୍ରଣୟନ କରାଯାଇନାହିଁ । ପ୍ରଥମ ରାଜ୍ୟ ଭାବରେ ରାଜସ୍ଥାନ ଏ ସମ୍ପର୍କିତ ଏକ ଆଇନ ପ୍ରଣୟନ କରାଯାଇଛି । ଏହି ନୂତନ ଆଇନ ଅନୁଯାୟୀ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟ୍ୱିଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଏହା ସହିତ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ପାଇଁ ନୋ ମାସ୍କ ନୋ ଏଣ୍ଟ୍ରି ନିୟମ ଲାଗୁ କରାଯାଇଛି । କୋଭିଡ ସମସ୍ୟାର ମୁକାବିଲା ପାଇଁ ରବିବାର 2000 ନୂତନ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି ।  ଉଲ୍ଲେଖଯୋଗ୍ୟ ଯେ, ରାଜସ୍ଥାନରେ ସୋମବାର ସୁଦ୍ଧା 1917 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 15 ହଜାର 255ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026
Latest News

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026

ଜର୍ମାନ ଚାନ୍ସେଲରଙ୍କୁ ଭାରତୀୟ କଳାକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.