Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ଡିସେମ୍ବର ଯାଏ ବନ୍ଦ ରହିବ ମନ୍ଦିର : ଜିଲ୍ଲାପାଳ
ଆଜିର ଖବର

ଗଞ୍ଜାମରେ ଡିସେମ୍ବର ଯାଏ ବନ୍ଦ ରହିବ ମନ୍ଦିର : ଜିଲ୍ଲାପାଳ

November 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ଆହୁରି ଏକ ମାସ ଯାଏଁ ମନ୍ଦିର ବନ୍ଦ ରହିବ । ମନ୍ଦିରରେ ସର୍ବସାଧାରଣଙ୍କୁ ଦର୍ଶନ ପାଇଁ ବାରଣ କରାଯାଇଛି । କରୋନା କଟକଣାକୁ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ଡିସେମ୍ବର ପହିଲା ପର୍ଯ୍ୟନ୍ତ ମନ୍ଦିର ଗୁଡିକ ଖୋଲାଯିବ ନାହିଁ। ଜିଲ୍ଲାବାସୀଙ୍କୁ ସତର୍କତା ଏବଂ ସଚେତନତା ସୃଷ୍ଟି ଦିଗରେ ଆଜି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ବ୍ଲକ୍‌ ସ୍ତରୀୟ ଅଧିକାରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ସ୍ତରୀୟ ଅଧିକାରୀ ପର୍ଯ୍ୟନ୍ତ ଭିଡିଓ କନଫରେନ୍‌ସିଂ ଜରିଆରେ ଆଲୋଚନା କରି ଏହି କହିଛନ୍ତି।

ସେହିପରି ପିକ୍‌ନିକ୍‌ ସ୍ପଟ୍‌ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ବଣଭୋଜି ସ୍ଥଳୀରେ ଗହଳିପୂର୍ଣ୍ଣ ବଣଭୋଜି, ମ୍ୟୁଜିକ୍‌କୁ ଜିଲ୍ଲା ପ୍ରଶାସନ ଦ୍ଵାରା ବାରଣ କରାଯାଇଛି। ପିକନିକ୍‌ ସ୍ଥାନକୁ ସ୍ୱଳ୍ପ ଲୋକଯାଇ ସେଠାକାର ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ଏହି କାର୍ଯ୍ୟରେ ତହସିଲଦାରଗଣ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।  ସେହିପରି ଜିଲ୍ଲାର ସରକାରୀ ଅଧିକାରୀଙ୍କ ଲାଗି ମଧ୍ୟ ନିର୍ଦ୍ଦେଶାଳବୀ ଜାରି ହୋଇଛି । ସରକାରୀ ଅଧିକାରୀ 50 % ଅଫିସରେ ବାକି ସମୟ କ୍ଷେତ୍ର ପରିଦର୍ଶନ କରିବେ । ତିନିମାସ ଲାଗି ସବୁ ଗ୍ରାମରେ ‘ମୋ ଗାଁରେ ତହସିଲ’ କାର୍ଯ୍ୟକ୍ରମ ଆରମ୍ଭ ହେବ । ଗାଁ ଲୋକେ ସେଇଠଇ ପ୍ରମାଣପତ୍ର, ରାଜସ୍ବ ଆଦାୟ, ମ୍ୟୁଟେସନ୍‌ ସୁବିଧା ପାଇପାରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Latest News

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.