Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେକ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ହେଲେ ଆଦା ହିଁ ହେଉଛି ଶ୍ରେଷ୍ଠ ଔଷଧ, ଜାଣନ୍ତୁ କିପରି
ଆଜିର ଖବର

ବେକ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ହେଲେ ଆଦା ହିଁ ହେଉଛି ଶ୍ରେଷ୍ଠ ଔଷଧ, ଜାଣନ୍ତୁ କିପରି

November 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମଣିଷ ଦିନସାରା ଚେୟାରରେ ବସିବସି କାମ କରିଥାଏ। ବେଳେବେଳେ, କମ୍ପ୍ୟୁଟର କିମ୍ବା ଲାପଟପ୍ ରେ ମଧ୍ୟ ଦୀର୍ଘ ସମୟ କାମ କରିବାକୁ ପଡିଥାଏ। ଏହିପରି ସବୁବେଳେ କରିବା ପରେ ବେକ ଯନ୍ତ୍ରଣା ଆରମ୍ଭ ହୁଏ। ଏପରିକି ଭୁଲରେ ଶୋଇବା ଦ୍ୱାରା ବେକ ଯନ୍ତ୍ରଣା ମଧ୍ୟ ହୋଇଥାଏ। ତେବେ ଏପରି ପରିସ୍ଥିତିରେ ଲୋକମାନେ ଔଷଧ ସେବନ କରି ବେକ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଚେଷ୍ଠା କରିନ୍ତି। ହେଲେ ଆପଣ ଯଦି ଚାହାଁନ୍ତି, ତେବେ ଔଷଧ ନ ନେଇ ଆପଣ ବେକ ଯନ୍ତ୍ରଣାରୁ ମଧ୍ୟ ମୁକ୍ତି ପାଇପାରିବେ। ସେଥିପାଇଁ କରନ୍ତୁ ଏହି କେତୋଟି ସରଳ ଉପାୟ

ବେକ ଯନ୍ତ୍ରଣାରୁ ମୁକ୍ତି ପାଇଁ ଏହି ଚିକିତ୍ସା କରନ୍ତୁ

1-ବେକ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଅଦାକୁ ଏକ କପ୍ ପାଣିରେ ଫୁଟାନ୍ତୁ। ଯେତେବେଳେ ଏହା ଭଲ ଭାବେ ଫୁଟିବ ତା’ପରେ ଚା ପତି ଏବଂ ମହୁ ମିଶାଇ ଅଳ୍ପ ଫୁଟାଇ ଓହ୍ଲାଇ ଦିଅନ୍ତୁ। ଟିକିଏ ଉଷୁମୁ ଥିବା ବେଳେ ଏହାକୁ ଦିନକୁ ଦୁଇଥର ପିଅନ୍ତୁ।

2-ଆପଣ ସୈନ୍ଧବ୍ୟ ଲୁଣ ବ୍ୟବହାର କରି ବେକ ଯନ୍ତ୍ରଣାରୁ ମଧ୍ୟ ମୁକ୍ତି ପାଇପାରିବେ। ଏହି  ଲୁଣରେ ପ୍ରଚୁର ପରିମାଣରେ ମ୍ୟାଗ୍ନେସିୟମ୍ ସଲଫେଟ୍ ଥାଏ ଯାହା ଚାପ ଏବଂ ଯନ୍ତ୍ରଣାରୁ ମୁକ୍ତି ଦେଇଥାଏ। ବେକ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ, କିଛି ଉଷୁମ ପାଣିରେ ଏହି ଲୁଣ ମିଶାଇ ସେଥିରେ ଏକ କପଡା ଭିଜାଇ ବେକକୁ ସେକ ଦିଅନ୍ତୁ। ଏହା କରିବା ଦ୍ୱାରା ଆପଣଙ୍କ ବେକ ଯନ୍ତ୍ରଣା ଭଲ ହୋଇଯିବ।

ଅଦାର ଔଶଧୀୟ ଗୁଣ ବେକ ଯନ୍ତ୍ରଣା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ଶିଶୁଙ୍କୁ ନିମୋନିଆ: କାରଣ, ଲକ୍ଷଣ ଓ ସାବଧାନତା

September 29, 2026
Latest News

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ସାବଧାନ ଗାଡ଼ି ଚାଳକ! ବଦଳୁଛି ଚାଲାଣ ଆଦାୟ ନିୟମ

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବାସ୍ତୁ ନିୟମ: ଟ୍ରେଜେରି ସଫା ରଖିଲେ ବୃଦ୍ଧି ପାଏ ଧନ, ଜାଣନ୍ତୁ କେଉଁଠି ରଖିବେ ଟଙ୍କା-ପଇସା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.