Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧ ହଜାର ୪୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧ ହଜାର ୪୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୫୫ ଜଣ ଚିହ୍ନଟ ହୋଇଥିବାବେଳେ ୬୧୯ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ହଜାର ୮୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୮୦ ହଜାର ୫୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୯୧୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୫୨ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୭୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୭୫ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୭୬, ବାଲେଶ୍ବରରୁ ୭୮, ବରଗଡରୁ ୬୮, ଭଦ୍ରକରୁ ୧୯, ବଲାଙ୍ଗିରରୁ ୮୯, ବୌଦ୍ଧରୁ ୫, କଟକରୁ ୧୨୦,  ଦେବଗଡରୁ ୭,  ଢେଙ୍କାନାଳରୁ ୧୮, ଗଜପତିରୁ ୫, ଗଞ୍ଜାମରୁ ୩୩, ଜଗତସିଂହପୁରରୁ  ୬୭, ଯାଜପୁରରୁ ୩୯, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୧୯, କେନ୍ଦ୍ରାପଡାରୁ ୫୬, କେଉଁଝରରୁ ୬୯, କୋରାପୁଟରୁ ୨୩, ମାଲକାନଗିରିରୁ ୨୯,  ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୩୦, ନୟାଗଡରୁ ୨୦, ନୂଆପଡାରୁ ୪୬, ପୁରୀରୁ ୭୩, ରାୟଗଡାରୁ ୭,  ସମ୍ବଲପୁରରୁ ୩୭, ସୋନପୁରରୁ ୫,  ସୁନ୍ଦରଗଡରୁ ୧୦୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ

October 6, 2025

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Latest News

କୋର୍ଟ ଚାଲିଥିବା ବେଳେ ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଲେ ଓକିଲ

October 6, 2025

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.