Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1364 ବୃଦ୍ଧି
ଆଜିର ଖବର

ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1364 ବୃଦ୍ଧି

November 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମାଲକାନଗିରି ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେଉଁଝର, ଝାରସୁଗୁଡା, ଯାଜପୁର ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା 1364କୁ ବୃଦ୍ଧି ହୋଇଛି।

Regret to inform the demise of twelve #COVID19 positive patients while under treatment in hospitals.
1.A 65-year-old female of Malkangiri district who was also suffering from Hypertension.

— H & FW Dept Odisha (@HFWOdisha) November 4, 2020

ମୟୂରଭଞ୍ଜରୁ 38 ବର୍ଷୀୟ, 65 ବର୍ଷୀୟ, 60 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ମାଲ୍‌କାନଗିରିରୁ 65 ବର୍ଷୀୟା ମହିଳା, 40 ବର୍ଷୀୟ ମହିଳା ଓ 60 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ବରରୁ 71 ବର୍ଷ ଓ 78 ବର୍ଷ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଝାରସୁଗୁଡାରୁ 65 ବର୍ଷୀୟ ପୁରୁଷ, ଯାଜପୁରରୁ 78 ବର୍ଷୀୟ ପୁରୁଷ, କେଉଁଝରରୁ 62 ବର୍ଷୀୟ ପୁରୁଷ,ରାୟଗଡାରୁ 74 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.