Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ

November 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୧୩, କଟକରୁ ୧୦୨, ଜଗତସିଂହପୁରରୁ ୯୪, ଅନୁଗୁଳରୁ ୮୯, ନୂଆପଡ଼ାରୁ ୭୦, ଝାରସୁଗୁଡାରୁ ୬୮, ସୁନ୍ଦରଗଡରୁ ୬୫, ବଲାଙ୍ଗିରିରୁ ୬୩, କେନ୍ଦ୍ରାପଡାରୁ ୫୩, ବାଲେଶ୍ବରରୁ ୫୦, ଯାଜପୁରରୁ ୪୮, ବରଗଡରୁ ୪୬, ପୁରୀରୁ ୪୫, ଗଞ୍ଜାମରୁ ୩୬, କେନ୍ଦୁଝରରୁ ୩୦, ସମ୍ବଲପୁରରୁ ୨୭, ଭଦ୍ରକରୁ ୨୬, ଢେଙ୍କାନାଳରୁ ୨୫, ସୋନପୁରରୁ ୨୫, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୪, ବୌଦ୍ଧରୁ ୧୭, ନବରଙ୍ଗପୁରରୁ ୧୬, ନୟାଗଡରୁ ୧୬, ଦେବଗଡ଼ରୁ ୧୧, ରାୟଗଡ଼ାରୁ ୧୦, କନ୍ଧମାଳରୁ ୮, ମାଲକାନଗିରିରୁ ୮, ଗଜପତିରୁ ୫ ଏବଂ ଷ୍ଟେଟ ପୁଲରୁ ୨୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୨ ହଜାର ୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୮୮୯ ମଧ୍ୟରୁ ୧୨ ହଜାର ୩୯୯ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୬୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

discharged Odisha recovered କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026
Latest News

ଜିନ୍ଦ୍‌ଠାରେ ପ୍ରାୟ ୧୪,୭୦୦ କୋଟିର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

July 17, 2026

ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

July 17, 2026

କେବଳ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନୁହେଁ, ଜାଣନ୍ତୁ ସୋନମ ୱାଙ୍ଗଚୁକଙ୍କ ଦାବି କ’ଣ?

July 17, 2026

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.