Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1378କୁ ବୃଦ୍ଧି
ଆଜିର ଖବର

ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1378କୁ ବୃଦ୍ଧି

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ସୁନ୍ଦରଗଡ ଜିଲ୍ଲାରୁ 2 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ଼, ନବରଙ୍ଗପୁରଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା 1378କୁ ବୃଦ୍ଧି ହୋଇଛି।

ଭୁବନେଶ୍ବରରୁ ତିନି ମୃତକଙ୍କ ମଧ୍ୟରେ 66ବର୍ଷୀୟ, 50 ବର୍ଷୀୟ, 63 ବର୍ଷୀୟ ଆକ୍ରାନ୍ତ ରହିଥିବାବେଳେ ମୟୂରଭଞ୍ଜରୁ ଜଣେ 65 ବର୍ଷୀୟା ମହିଳା, 60 ବର୍ଷୀୟ ଓ 90 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ 62 ବର୍ଷୀୟା ମହିଳା, 56 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡରୁ 83 ବର୍ଷୀୟ ପୁରୁଷ  ଓ 53 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରୁ 42 ବର୍ଷୀୟ ଆକ୍ରାନ୍ତ, ନୟାଗଡାରୁ 81ବର୍ଷୀୟ ଆକ୍ରାନ୍ତ, ନବରଙ୍ଗପୁରରୁ 28 ବର୍ଷୀୟ ଯୁବକ, ସମ୍ବଲପୁରୁର 70 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.