Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଗଲପୁରରେ ଡଙ୍ଗା ଓଲଟି 5 ମୃତ : 20ରୁ ଉର୍ଦ୍ଧ୍ବ ନିଖୋଜ
ଆଜିର ଖବର

ଭାଗଲପୁରରେ ଡଙ୍ଗା ଓଲଟି 5 ମୃତ : 20ରୁ ଉର୍ଦ୍ଧ୍ବ ନିଖୋଜ

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାଗଲପୁର : ବିହାରର ଭାଗଲପୁର ଜିଲ୍ଲାର ନବଗାଛିଆର ତିନ୍‌ଟଙ୍ଗା କରାରୀ ଗଙ୍ଗା ଘାଟ ନିକଟରେ ଏକ ଡଙ୍ଗା ଓଲଟି ପଡିବାରୁ 5 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 20ଜଣ ନିଖୋଜ ଅଛନ୍ତି । ଡଙ୍ଗାରେ ପ୍ରାୟ 50ରୁ ଅଧିକ ଲୋକ ଯାତ୍ରା କରୁଥିବାବେଳେ ଏହି ଯାତ୍ରୀଙ୍କ ମଧ୍ୟରେ ମହିଳା ଓ ଶିଶୁ ମଧ୍ୟ ସାମିଲ୍‌ ରହିଥିଲେ । ତେବେ 30 ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଲରେ ଗୋପାଲପୁର ପୋଲିସ୍ ଓ ଜିଲ୍ଲା ପ୍ରଶାସନିକ ଅଧିକାର ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ଏସ୍‌ଡିଆରଏଫ୍‌ର ଟିମ୍‌ ନିଖୋଜଙ୍କୁ ଖୋଜିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ଯୁଦ୍ଧକାଳୀନ ଭିତରେ ଉଦ୍ଧାର କାର୍ଯ୍ୟ କରାଯିବା ସହ ନିଖୋଜଙ୍କୁ ଖୋଜା ଚାଲିଛି । ସୂଚନାଯୋଗ୍ୟ, ଏହି ଡଙ୍ଗାରେ ଥିବା ସମସ୍ତ ଯାତ୍ରୀ  ଚାଷୀ ଓ ଶ୍ରମିକ ଥିଲେ, ସେମାନେ ମକା ବୁଣିବା ପାଇଁ ଡଙ୍ଗାରେ ଯାଉଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ICC ODI Rankings: ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ହେଲେ ଶୁଭମନ ଗିଲ୍:

July 29, 2026

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026
Latest News

ICC ODI Rankings: ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ହେଲେ ଶୁଭମନ ଗିଲ୍:

July 29, 2026

ମରଣାନ୍ତକ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ଛଅ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ ବାଣପୁର କୋର୍ଟ

July 29, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.