Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 68 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 115
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 68 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 115

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 68 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 68 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 14 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 54 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 5th Nov (till 9am) pic.twitter.com/QBBe3DpuBz

— BMC (@bmcbbsr) November 5, 2020

ସେହିପରି ଆଜି 115 ଜଣ ସୁସ୍ଥ ହୋଇଛନ୍ତି । ନୂତନ 68 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 522ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 395ଜଣ ସୁସ୍ଥ ହୋଇଥିବାବେଳେ 175ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 931ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

କରୋନା ରାଜଧାନୀ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026
Latest News

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.