Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ

November 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୬୯ ଜଣ ସୁସ୍ଥ ହୋଇଥିବା ବେଳେ  ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡପୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ-ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩, ଦେବଗଡରୁ-ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୩ ହଜାର ୫୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୨୭୪ ମଧ୍ୟରୁ ୧୨ ହଜାର ୩୧୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

 

Odisha recoverd କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026
Latest News

ଓଡ଼ିଶାରୁ ବିଦାୟ ନେଲେ ବିଦାୟୀ ରାଜ୍ୟପାଳ

October 16, 2026

ପ୍ରେମୀ ଯୁଗଳଙ୍କୁ ଫାଶୀଦଣ୍ଡ

October 16, 2026

ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା

October 16, 2026

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.