Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୬୭ ଜଣ ଚିହ୍ନଟ ହୋଇଥିବାବେଳେ ୬୨୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ହଜାର ୭୬୮କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୮୩ ହଜାର ୫୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୭୮୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୭୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୯୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୩ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୮୩, ବାଲେଶ୍ବରରୁ ୧୦୨, ବରଗଡରୁ ୫୪, ଭଦ୍ରକରୁ ୧୯, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୧୬, କଟକରୁ ୧୧୨,  ଦେବଗଡରୁ ୫,  ଢେଙ୍କାନାଳରୁ ୨୮, ଗଜପତିରୁ ୬, ଗଞ୍ଜାମରୁ ୨୬, ଜଗତସିଂହପୁରରୁ  ୬୦, ଯାଜପୁରରୁ ୩୭, ଝାରସୁଗୁଡାରୁ ୩୮, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୧୨, କେନ୍ଦ୍ରାପଡାରୁ ୫୬, କେଉଁଝରରୁ ୬୯, କୋରାପୁଟରୁ ୨୧, ମାଲକାନଗିରିରୁ ୧୮,  ମୟୂରଭଞ୍ଜରୁ ୯୩, ନବରଙ୍ଗପୁରରୁ ୩୨, ନୟାଗଡରୁ ୩୪, ନୂଆପଡାରୁ ୫୫, ପୁରୀରୁ ୬୩, ରାୟଗଡାରୁ ୧୧,  ସମ୍ବଲପୁରରୁ ୩୯, ସୋନପୁରରୁ ୧୨,  ସୁନ୍ଦରଗଡରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona
Share. Facebook Twitter LinkedIn Email WhatsApp Copy Link

Related Posts

ରାଜକୋଟରେ ଟିମ୍ ଇଣ୍ଡିଆ ‘ସୁପର ଫ୍ଲପ୍’: ୭ ୱିକେଟରେ ପରାସ୍ତ କଲା ନ୍ୟୁଜିଲ୍ୟାଣ୍ଡ

January 14, 2026

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026
Latest News

ରାଜକୋଟରେ ଟିମ୍ ଇଣ୍ଡିଆ ‘ସୁପର ଫ୍ଲପ୍’: ୭ ୱିକେଟରେ ପରାସ୍ତ କଲା ନ୍ୟୁଜିଲ୍ୟାଣ୍ଡ

January 14, 2026

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.