Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଥାନାକୁ ଗଲେ ଅଭିନେତ୍ରୀ ବର୍ଷା ଓ ତାଙ୍କ ଶାଶୁ
ଆଜିର ଖବର

ଥାନାକୁ ଗଲେ ଅଭିନେତ୍ରୀ ବର୍ଷା ଓ ତାଙ୍କ ଶାଶୁ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ କଳି ଛିଣ୍ଡୁନାହିଁ । ବର୍ଷା ଶାଶୁ ଘରୁ ନ୍ୟାୟିକ ଲଢେଇ ଜାରି ରଖିଥିବାବେଳେ   ଅଭିନେତ୍ରୀ ବର୍ଷା ଏବଂ ତାଙ୍କ ଶାଶୁ ଥାନାର ଦ୍ବାରସ୍ଥ ହୋଇଛନ୍ତି । କଟକ ପୁରୀଘାଟ ଥାନାରେ ଉଭୟଙ୍କ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି। ଘରୁ ତଡ଼ି ଦେବାକୁ ଉଦ୍ୟମ କରାଯାଉଥିବା ବର୍ଷା ଅଭିଯୋଗ ଆଣିଛନ୍ତି। ରହିବା ପାଇଁ କୌଣସି ବିକଳ୍ପ ନ ଥିବା ଏତଲାରେ ଉଲ୍ଲେଖ କରିଛନ୍ତି।

ଅପରପକ୍ଷରେ ବର୍ଷାଙ୍କ ବିରୋଧରେ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି ପାଲଟା ଅଭିଯୋଗ କରିଛନ୍ତି। ଘର ମରାମତି ହେବା ପାଇଁ ଘରର ସମସ୍ତ ସଦସ୍ୟ 10 ଦିନ ପାଇଁ ବାହାରେ ରହିବେ । ଘର ଖାଲି କରିବାକୁ ବର୍ଷା ରାଜି ହେଉନଥିବାର କହିଛନ୍ତି ମଧୁସ୍ମିତା । 60 ବର୍ଷର ତଳର ଘରକୁ ମରାମତି ପାଇଁ ବର୍ଷା ଘର ଖାଲି କରିବାକୁ କୁହାଯାଇଥିବାବେଳେ ବର୍ଷା ଏନେଇ ରାଜି ହେଉନାହାନ୍ତି ।

ବର୍ଷା-ଅନୁଭବ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.