Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 61 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 91
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 61 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 91

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 61 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 61 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 13 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 48 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 6th Nov (till 9am) pic.twitter.com/SJUxBJtjzk

— BMC (@bmcbbsr) November 6, 2020

ସେହିପରି ଆଜି 91ଜଣ ସୁସ୍ଥ ହୋଇଛନ୍ତି । ନୂତନ 61 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 583ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 486ଜଣ ସୁସ୍ଥ ହୋଇଥିବାବେଳେ 177ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 899ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2025

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025
Latest News

ଆଜି ଅଗଷ୍ଟ ୧୯ ତାରିଖ, ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2025

ରାଜ୍ୟରେ ଖୁବ ଶୀଘ୍ର ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ ନିଯୁକ୍ତି

August 18, 2025

ଶାହାଙ୍କୁ ଭେଟିଲେ ସାମଲ, ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା

August 18, 2025

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 18, 2025

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.