Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନର ଚଳାଚଳରେ କରାଗଲା ଏକ ବଡ ପରିବର୍ତ୍ତନ
ଆଜିର ଖବର

ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନର ଚଳାଚଳରେ କରାଗଲା ଏକ ବଡ ପରିବର୍ତ୍ତନ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ସପ୍ତାହକୁ ପାଞ୍ଚଦିନ ଚାଲୁଥିଲା। ହେଲେ ଏହା ନଭେମ୍ବର ମାସ ୭ ତାରିଖ ଠାରୁ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ ସବୁଦିନ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

02861/02862 ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ରାଉରକେଲାରୁ ସକାଳ ୦୫ଘ.୧୦ମି.ରେ ଛାଡି ଭୁବନେଶ୍ୱରରେ ଅପରାହ୍ନ ୧୨ଘ.୩୦ମି.ରେ ପହଞ୍ଚିବ। ଫେରିବା ପଥରେ, 02862 ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ଭୁବନେଶ୍ୱରରୁ ଅପରାହ୍ନ ୨ଘ.୧୦ମି. ରେ ଛାଡି ରାଉରକେଲାରେ ରାତ୍ର ୯ଘ.୪୦ମି.ରେ ପହଞ୍ଚିବ।

ଏହି ବିଶେଷ ଟ୍ରେନ ପୂର୍ବରୁ ୮ ଟି କୋଚ ପରିବର୍ତ୍ତେ ଏବେ ୧୦ କୋଚ ସହିତ ଚଳାଚଳ କରିବ। ଏହି ଟ୍ରେନ ରେ ଗୋଟିଏ ଏସି-ଚେୟାର କାର ଏବଂ ଗୋଟିଏ ଦ୍ୱିତୀୟ ଶ୍ରେଣୀ ଚେୟାର କାର ଅତିରିକ୍ତ ସଂଯୋଗ ପରେ ଏହା ୦୨ଟି ଏସି ଚେୟାର୍ କାର୍, ୦୬ଟି ସେକେଣ୍ଡ୍ କ୍ଲାସ୍ ଚେୟାର୍ କାର୍ ଏବଂ ୦୨ଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ସହିତ ଚଳାଚଳ କରିବ।

ଏହି ଟ୍ରେନ୍ ଉଭୟ ଦିଗରୁ ରାଉରକେଲା ଏବଂ ଭୁବନେଶ୍ୱର ମଧ୍ୟରେ ରାଜଗାଙ୍ଗପୁର, ବମରା, ଝାରସୁଗୁଡା, ରେଙ୍ଗାଲୀ, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୁଳ, ତାଲଚର ରୋଡ୍, ଢେଙ୍କାନାଳ ଏବଂ ନରାଜ ମାର୍ଥାପୁର ଷ୍ଟେସନ ମାନଙ୍କରେ ରହଣି କରିବ ।

ବିଶେଷ ଟ୍ରେନ ରାଉରକେଲା-ଭୁବନେଶ୍ୱର-ରାଉରକେଲା
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.