Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1400 ଟପିଲା
ଆଜିର ଖବର

ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1400 ଟପିଲା

November 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ମ୍ରୂରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ 2 ଜଣ  ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ବାଲେଶ୍ବର, କଳାହାଣ୍ଡି, କୋରାପୁଟ, କେନ୍ଦ୍ରାପଡା ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନୂତନ ମୃତକଙ୍କ ମିଶାଇରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା 1410କୁ ବୃଦ୍ଧି ହୋଇଛି।

ଖୋର୍ଦ୍ଧାରୁ ଆଜି 3 ଜଣଙ୍କର ମୃତ୍ୟୁ ହୋଇଥିବାବେଳ ଖୋର୍ଦ୍ଧା ଜିଲ୍ଲାରୁ 63 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଭୁବନେଶ୍ବରର 69 ବର୍ଷୀୟ ପୁରୁଷ, ଅନ୍ୟ ଜଣେ 74 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବରଗଡରୁ 63 ବର୍ଷୀୟ ମହିଳା ଆକ୍ରାନ୍ତଙ୍କସହ 57 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।ସମ୍ବଲପୁରରୁ 45 ବର୍ଷ ଓ 74 ବର୍ଷ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୟୂରଭଞ୍ଜର 66 ବର୍ଷୀୟ ପୁରୁଷ ଓ 58 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କଟକରୁ 67 ବର୍ଷୀୟ ପୁରୁଷ ଓ 63 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଭଦ୍ରକରୁ 15 ବର୍ଷୀୟ ଯୁବକଙ୍କର ମୃତ୍ୟୁ ହୋଇଥିବାବେଳେ କେନ୍ଦ୍ରାପଡାରୁ 53 ବର୍ଷୀୟ ଆକ୍ରାନ୍ତ, କଳାହାଣ୍ଡିରୁ 32 ବର୍ଷୀୟ ଯୁବକ, କୋରାପୁଟରୁ 54 ବର୍ଷୀୟ ପୁରୁଷ, ବାଲେଶ୍ବରରୁ 56 ବର୍ଷୀୟ ପୁରୁଷ, ପୁରୀରୁ 63 ବର୍ଷୀୟପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.