Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ସବୁଦିନ ଚାଲିବ ରାଉରକେଲା-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌
ଆଜିର ଖବର

ଏଣିକି ସବୁଦିନ ଚାଲିବ ରାଉରକେଲା-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌

November 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ
ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର:  ରାଉରକେଲା-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନ୍‌ ସବୁଦିନ ଚାଲିବ । ନଭେମ୍ବର 7 ଅର୍ଥାତ୍‌ ଆଜିଠାରୁ ଡିସେମ୍ବର 31 ପର୍ଯ୍ୟନ୍ତ ଏହା ସବୁଦିନ ଚାଲିବ । ଭୁବନେଶ୍ୱର-ରାଉରକେଲା ସ୍ୱତନ୍ତ୍ର ଟ୍ରେନ (02861/02862) ସପ୍ତାହକୁ ପାଞ୍ଚ ଦିନ ପରିବର୍ତ୍ତେ ସବୁ ଦିନ ଚଳାଚଳ କରିବ । ରାଉରକେଲାରୁ ସକାଳ 5ଟା 10ରେ ଛାଡ଼ି ଭୁବନେଶ୍ୱରରେ ଅପରାହ୍ନ 12ଟା 30ରେ ପହଞ୍ଚିବ । ସେହିପରି ଭୁବନେଶ୍ୱର-ରାଉରକେଲା ଟ୍ରେନ (02862) ଭୁବନେଶ୍ୱରରୁ ଅପରାହ୍ନ 2ଟା 10ରେ ଛାଡ଼ି ରାଉରକେଲାରେ ରାତି 9ଟା 40ରେ ପହଞ୍ଚିବ । ଏହି ବିଶେଷ ଟ୍ରେନ ପୂର୍ବରୁ 8ଟି କୋଚ ପରିବର୍ତ୍ତେ ଏବେ 10ଟି କୋଚ ସହିତ ଚଳାଚଳ କରିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026
Latest News

ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ

August 14, 2026

ମୌସୁମୀ ଅଧିବେଶନ ଶେଷ ହେବା ମାତ୍ରେ ବିରୋଧୀ-ସରକାର ମୁହାଁମୁହିଁ: ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

August 14, 2026

‘ହର ଘର ତିରଙ୍ଗା’ ଅଭିଯାନ: ନିଜ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ଅମିତ ଶାହ

August 14, 2026

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.