Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 64 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 87
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 64 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 87

November 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 64 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 64 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 17 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 47 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 7th Nov (till 9am) pic.twitter.com/HwC5ZrAXCp

— BMC (@bmcbbsr) November 7, 2020

ସେହିପରି ଆଜି 87 ଜଣ ସୁସ୍ଥ ହୋଇଛନ୍ତି । ନୂତନ64 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 647ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 573ଜଣ ସୁସ୍ଥ ହୋଇଥିବାବେଳେ 179ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ 874ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.