Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ଦଳରୁ ଇସ୍ତଫା ଦେଲେ ସୁବାସ ଚୌହାନ
ଆଜିର ଖବର

ବିଜେପି ଦଳରୁ ଇସ୍ତଫା ଦେଲେ ସୁବାସ ଚୌହାନ

March 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
subash chouhan resigns from bjp
subash chouhan resigns from bjp

ବିଜେପି ନେତା ସୁବାସ ଚୌହାନ ବିଜେପି ଛାଡ଼ିଲେ। ବରଗଡ଼ ଲୋକସଭା ଆସନରୁ ଚଳିତଥର ଟିକେଟ ପାଇବାକୁ ଆଶାୟୀ ରହିଥିଲେ। ଗତ ନିର୍ବାଚନରେ ମଧ୍ୟ ବିଜେପି ତରଫରୁ ବରଗଡ଼ ଲୋକସଭା ତରଫରୁ ପ୍ରାର୍ଥୀ ହୋଇଥିଲେ। ବହୁତ୍‌ କମ୍‌ ଭୋଟ୍‌ରେ ସେ ଗତଥର ନିର୍ବାଚନ ହାରିଥିଲେ। ପୂର୍ବରୁ ଟିକେଟ ନ ପାଇବା ନେଇ ସୋସିଆଲ୍‌ ମିଡ଼ିଆରେ ନିଜ ଅସନ୍ତୋଷ ବ୍ୟକ୍ତ କରିଥିଲେ। ତେବେ ଇସ୍ତଫା ଦେବା ପରେ ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟଶୈଳୀକୁ ଖୋଲାଖୋଲି ସମାଲୋଚନା କରି ବିଜେପିର ଚିନ୍ତାଧାରାରେ ଅସନ୍ତୁଷ୍ଟ ରହିଛନ୍ତି ବୋଲି କହିଛନ୍ତି ସୁବାସ। ତେବେ ଶ୍ରୀ ଚୌହାନଙ୍କ ବଦଳରେ ବରଗଡ଼ରେ ବିଜେପି ସୁରେଶ ପୂଜାରୀଙ୍କୁ ପ୍ରାର୍ଥୀ କରାଇଛି। ତେବେ ସୁବାସ ବିଜେପି ଦଳ ଛାଡ଼ିବା ପରେ ବିଜେଡ଼ିରେ ମିଶିବା ନେଇ ଚର୍ଚ୍ଚା ରହିଛି।

BJP resigns thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026
Latest News

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ଆପଣ ମାତ୍ରାଧିକ ପେନକିଲର ସେବନ କରୁଛନ୍ତି କି, ଜାଣନ୍ତୁ ଏହାର ଭଲ ଓ ମନ୍ଦ ବିଷୟରେ

April 23, 2026

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.