Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୋରା ଚାଲାଣ ହେଉଥିବା ବାଲିଗାଡିକୁ ତିର୍ତ୍ତୋଲରେ ଜବତ କଲେ ତହସିଲଦାର
ଆଜିର ଖବର

ଚୋରା ଚାଲାଣ ହେଉଥିବା ବାଲିଗାଡିକୁ ତିର୍ତ୍ତୋଲରେ ଜବତ କଲେ ତହସିଲଦାର

November 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ତିର୍ତ୍ତୋଲ ମହାନଦୀରୁ ଚୋରା ବାଲି ଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଆସୁଥିଲା।ଏନେଇ ତତ୍ପର ହୋଇ ଉଠିଛି ତିର୍ତ୍ତୋଲ ତହସିଲ। ରବିବାର ସଂନ୍ଧ୍ୟା ପ୍ରାୟ ୭ଟା ବେଳେ ବେଆଇନ୍ ଭାବେ ଚାଲାଣ ହେଉଥିବା ଏକ ବାଲି ବୋଝେଇ ହାଇୱାକୁ କଟକ-ପାରାଦ୍ବୀପ ମୁଖ୍ୟ ରାସ୍ତାର ତିର୍ତ୍ତୋଲ ବଜାର ନିକଟରେ ତହସିଲଦାର ନିଜେ ଉପସ୍ଥିତ ରହି ପୋଲିସ୍ ସହଯୋଗରେ ଜବତ କରିଛନ୍ତି । ବାଲି ନେଇ ଯାଉଥିବା ଉକ୍ତ ହାଇୱା ଗାଡି ପାଖରେ ୱାଇ ଫର୍ମ ନଥିବାରୁ ଏନେଇ ଗାଡିକୁ ଜବତ କରାଯାଇଛି ବୋଲି ଜଣାପଡିଛି। ପରେ ଉକ୍ତ ବେଆଇନ୍ ବାଲି ବୋଝେଇ ହାଇୱାଟିକୁ ତିର୍ତ୍ତୋଲ ଥାନାକୁ ନିଆଯାଇଛି। ସୂଚନାନୁଯାୟୀ ତିର୍ତ୍ତୋଲ ବାଲିଯାତ୍ରା ପଡିଆ ନିକଟସ୍ଥ ମହାନଦୀର ଓଳଗଦା ଘାଟରୁ ଉକ୍ତ ହାଇୱାରେ ବାଲି ଲୋଡ୍ ହୋଇ ପାରାଦ୍ବୀପ ଅଭିମୁଖେ ଚାଲାଣ ହେଇଥିଲା ବୋଲି ଶୁଣିବାକୁ ମିଳୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025

ନୂଆପଡାରେ ୧୧୦୦ରୁ ଅଧିକ କୋଟି ଟଙ୍କାର ୯୫୭ ପ୍ରକଳ୍ପର ଶୁଭାରମ୍ଭ ଓ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 6, 2025
Latest News

ଭୁବନେଶ୍ବର କଳ୍ପନା ଟକିଜ୍ ମାଲିକ ତଥା ବାୟୁସେନାର ପ୍ରାକ୍ତନ ବୈମାନିକ ସୂର୍ଯ୍ୟ କୁମାର ନନ୍ଦଙ୍କ ଦେହାନ୍ତ

October 6, 2025

ସୋଆ ଆଇବିସିଏସ୍ ଏବଂ ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ‘ସ୍ୱଚ୍ଛତା ଅଭିଯାନ’ କାର୍ଯ୍ୟକ୍ରମ ଆୟୋଜିତ

October 6, 2025

ବିହାର ନିର୍ବାଚନ ପୂର୍ବରୁ ଆଶ୍ଚର୍ଯ୍ୟଜନକ ସର୍ଭେ: ପୁଣି ମହାଗଠବନ୍ଧନକୁ ଝଟକା ଦେଇପାରେ NDA

October 6, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025

ସମ୍ ହସ୍ପିଟାଲ୍‌-୨ରେ ରାଡିଏଲ୍ ଇବିୟୁଏସ୍‌-ଗାଇଡେଡ୍ କ୍ରାୟୋବାୟୋପ୍ସି ପ୍ରକ୍ରିୟାରେ ଚିକିତ୍ସା: ଓଡ଼ିଶାରେ ପ୍ରଥମ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.