Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ ବିକ୍ରି ଓ ବ୍ୟବହାର ଉପରେ କଟକଣା ଜାରି କଲା ଏନ୍‌ଜିଟି
ଆଜିର ଖବର

ବାଣ ବିକ୍ରି ଓ ବ୍ୟବହାର ଉପରେ କଟକଣା ଜାରି କଲା ଏନ୍‌ଜିଟି

November 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବାଣ ବିକ୍ରି ଓ ବ୍ୟବହାର ଉପରେ ଏନଜିଟି ପକ୍ଷରୁ ରୋକ ଲଗାଯାଇଛି। ବାଣ ବିକ୍ରି ଓ ବ୍ୟବହାର ଉପରେ ରୋକ୍‌ ଲଗାଇଛି ଏନ୍‌ଜିଟି। ଏନସିଆର ଦିଲ୍ଲୀରେ ନଭେମ୍ବର 10ରୁ  ନଭେମ୍ବର 30 ପର୍ଯ୍ୟନ୍ତ ବାଣ ବିକ୍ରି ଓ ବ୍ୟବହାର ଉପରେ ରୋକ ଲଗାଯାଇଛି । ବାଣ ବିକ୍ରି ଓ ବ୍ୟବହାରକୁ ସମ୍ପୂର୍ଣ୍ଣଭାବେ ବ୍ୟାନ କରାଯାଇଛି। ଶୀତ ସମୟରେ ବାୟୁ ପ୍ରଦୂଷଣ  ଅଧିକ ହେଉଥିବାରୁ ଏନଜିଟି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । କେବଳ ସେତିକି ନୁହେଁ ଦେଶର ଯେଉଁ ସବୁ ସହରରେ ବାୟୁ ପ୍ରଦୂଷଣ ଉତ୍କଟ ହୋଇ ରହିଛି ସେଠି ବି ଏହି କଟକଣା ଜାରି କରାଯାଇଛି। କରୋନା ସମୟରେ ଲୋକେ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଭିତରେ ଗତି କରୁଛନ୍ତି। ବିଶେଷ କରି ଫୁସଫୁସ ରୋଗର ଅଧିକ ଶିକାର ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବାଣ ବିକ୍ରି ଓ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି । ତେବେ ସହରରେ ସବୁଜ ବାଣ ବିକ୍ରି ହୋଇପାରିବ । ଦୁଇ ଘଣ୍ଟା ପାଇଁ ସବୁଜ ବାଣ ବିକ୍ରି ଓ ଫୁଟାଯାଇପାରିବ ବୋଲି ଏନ୍‌ଜିଟି ସୂଚନା ଦେଇଛି ।ଓଡିଶାରେ ମଧ୍ୟ ଅନୁରୂପ କଟକଣା ଜାରି କରାଯାଇଛି ।

ବାଣ
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.