Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ରାଜ୍ୟରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଆଜି ରାଜ୍ୟରେ ଏକ ହଜାରରୁ କମ୍‌ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତିନିମାସ ୨୦ ଦିନ ପରେ ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ହଜାର ତଳକୁ ଖସିଛି। ରାଜ୍ୟରେ ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୭୨ ଜଣ ଚିହ୍ନଟ ହୋଇଥିବାବେଳେ ୪୧୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩ହଜାର ୭୮୦କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୮୯ ହଜାର ୬୮୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୧୩୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୨୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୯୮୭ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଏବଂ ଖୋର୍ଦ୍ଧାରୁ ୮୬, ବାଲେଶ୍ଵରରୁ ୨୫,  ବରଗଡରୁ ୩୧, ଭଦ୍ରକରୁ ୪, ବଲାଙ୍ଗିରରୁ ୪୩, ବୌଦ୍ଧରୁ ୭, କଟକରୁ ୮୫,  ଦେବଗଡରୁ ୨,  ଢେଙ୍କାନାଳରୁ ୨୨, ଗଞ୍ଜାମରୁ ୯, ଜଗତସିଂହପୁରରୁ  ୪୫, ଯାଜପୁରରୁ ୨୭, ଝାରସୁଗୁଡାରୁ ୩୪, କଳାହାଣ୍ଡିରୁ ୨୩, କନ୍ଧମାଳରୁ ୮, କେନ୍ଦ୍ରାପଡାରୁ ୬୦, କେଉଁଝରରୁ ୩୦, କୋରାପୁଟରୁ ୭, ମାଲକାନଗିରିରୁ ୪,  ମୟୂରଭଞ୍ଜରୁ ୮୪, ନବରଙ୍ଗପୁରରୁ ୨୨, ନୟାଗଡରୁ ୧୧, ନୂଆପଡାରୁ ୪୧, ପୁରୀରୁ ୨୯, ରାୟଗଡାରୁ ୧୧,  ସମ୍ବଲପୁରରୁ ୧୭, ସୋନପୁରରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୮ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

corona
Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.