Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାର ଫଳାଫଳ : ଦିନ ଗୋଟାଏ ସୁଦ୍ଧା ଏନଡିଏ ଆଗୁଆ
ଆଜିର ଖବର

ବିହାର ଫଳାଫଳ : ଦିନ ଗୋଟାଏ ସୁଦ୍ଧା ଏନଡିଏ ଆଗୁଆ

November 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟନା: ବିହାର ଫଳାଫଳ ଉପରେ ସାରା ଦେଶର ନଜର ରହିଛି । ବୁଥ୍‌ ଫେରନ୍ତା ରିପୋର୍ଟ ତେଜସ୍ବୀଙ୍କ ମହାଗଠବନ୍ଧନ ସପୋର୍ଟରେ ଯାଇଥିଲା । କିନ୍ତୁ ଦିନ 12ଟା ପରେ ବିହାର ନିର୍ବାଚନୀ ଫଳାଫଳରେ ଫରକ ଦେଖାଯାଇଛି । ଏବେ ସୁଦ୍ଧା ଏନ୍‌ଡିଏ 127ରେ ଥିବାବେଳେ 103ରେ ରହିଛି ମହାଗଠବନ୍ଧନ । ଏନଡିଏରେ ବିଜେପି 74 ଟି ଆସନରେ ଆଗୁଆ ଥିବା ବେଳେ ଜେଡିୟୁ 48 ଟି ଆସନରେ ଆଗୁଆ ରହିଛି ସେହଭଳି ଭିଆଇପି ପାର୍ଟି 8 ଟି ଆସନରେ ଆଗୁଆ ରହିଛି । ମହାମେଣ୍ଟରେ ଆରଜେଡି 59 ଟି ଆସନରେ ଆଗୁଆ ରହିଥିବା ବେଳେ କଂଗ୍ରେସ 21 ଓ ବାମଦଳ ୧୯ ଆସନରେ ଆଗୁଆ ଚାଲିଛି । ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ଦାବିଦାର ତେଜସ୍ୱୀ ଯାଦବ ନିଜ ଆସନରେ ଆଗୁଆ ରହଛନ୍ତି । ତେବେ ଚଳିତ ବିହାର ବିଧାନସଭା ନିର୍ବାଚନରେ 15 ବର୍ଷର ଅଭିଜ୍ଞ ରାଜନୀତିଜ୍ଞ ନୀତିଶ୍‌ କୁମାର ବନାମ ଯୁବ ନେତୃତ୍ବ ତେଜସ୍ବୀଙ୍କ ମଧ୍ୟରେ କିନ୍ତୁ କଡ୍ଡା ଟକ୍କର ଦେଖିବାକୁ ମିଳୁଛି ।

 

ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026
Latest News

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାଙ୍କନ ହେବ ଡିଜିଟାଲ: CBSE ର ପ୍ରସ୍ତୁତି ଆରମ୍ଭ

February 2, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

“ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ICC “: ଜେଡ଼ିୟୁ, ବିଜେପିର ଆସିଲା ବଡ଼ ପ୍ରତିକ୍ରିୟା

February 2, 2026

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଶିବସେନା ନେତାଙ୍କ ଘଟଣାସ୍ଥଳରେ ମୃତ୍ୟୁ

February 2, 2026

ରୂପା ଦରରେ ୧.୩୪ ଲକ୍ଷ ହ୍ରାସ, ୧.୩୮ ଲକ୍ଷକୁ ଖସିଲା ସୁନା!

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.