Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଧ୍ୟ ପ୍ରଦେଶ ଉପ ନିର୍ବାଚନ : ବୃହତ୍‌ ବିଜୟ ଅଭିମୁଖେ ବିଜେପି
ଆଜିର ଖବର

ମଧ୍ୟ ପ୍ରଦେଶ ଉପ ନିର୍ବାଚନ : ବୃହତ୍‌ ବିଜୟ ଅଭିମୁଖେ ବିଜେପି

November 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ବିହାର ବିଧାନସଭା ସହିତ ଦେଶରେ ଅନେକ ସ୍ଥାନରେ ଉପ ନିର୍ବାଚନ ଅନୁଷ୍ଠିତ ହେଉଛି । ମଧ୍ୟପ୍ରଦେଶରେ ଅନୁଷ୍ଠିତ ହେଉଥିବା ଉପ ନିର୍ବାଚନରେ ଶାସକ ଦଳର ଦବଦବା ଜାରି ରହିଛି । ମଧ୍ୟପ୍ରଦେଶର 28ଟି ଆସନରୁ 20ଟିରେ ବିଜେପି ଆଗୁଆ ଥିବାବେଳେ ଗୋଟିଏରେ ବିଜୟୀ ହୋଇଛି । ସେହିପରି କଂଗ୍ରେସ 6ଟି ଓ ବିଏସ୍‌ପି ଗୋଟିଏ ଆସନରେ ଆଗୁଆ ରହିଛି ।

230 ଆସନ ବିଶିଷ୍ଟ ମଧ୍ୟପ୍ରଦେଶରେ ବିଜେପ ନିକଟରେ 107 ବିଧାୟକ ରହିଛନ୍ତି । ସରକାର ବଞ୍ଚାଇବା ପାଇଁ ବିଜେପିକୁ ମାତ୍ର 9ଟି ଆସନର ଆବଶ୍ୟକତା ରହିଥିବା ବେଳେ ବିଜେପି ସରକାର ବଞ୍ଚାଇବାରେ ସକ୍ଷମ ହେବ ବୋଲି ପୂର୍ବାନୂମାନ ଲଗାଯାଉଛି । ଉଲ୍ଲେଖଯୋଗ୍ୟ ଯେ,କଂଗ୍ରେସରୁ 22 ଜଣ ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନେତୃତ୍ୱରେ ବିଜେପିରେ ସାମିଲ ହେବା ପରେ କମଲନାଥ ସରକାର ଭାଙ୍ଗି ଯାଇଥିଲା । ବିଧାନସଭାରେ କଂଗ୍ରେସର 88 ଆସନ ରହିଥିବା ବେଳେ ସରକାର ଗଠନର ଦାବି ପେଶ କରିବା ପାଇଁ ଅନ୍ୟୁନ 20ଟି ଆସନ ଆବଶ୍ୟକ । ଏହି ଉପ ନିର୍ବାଚନକୁ ନେଇ ବହୁ ତୁଙ୍ଗ ନେତାଙ୍କ ସମ୍ମାନ ବାଜିରେ ରହିଛି । କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶିବରାଜ ସିଂ ଚୌହାନ ଏବଂ ନରେନ୍ଦ୍ର ସିଂ ତୋମାରଙ୍କ ସମ୍ମାନ ପାଇଁ ଏହି ଉପନିର୍ବାଚନ ବେଶ୍‌ ଗୁରୁତ୍ବପୂର୍ଣ୍ଣ ରହିଛି ।

BJP Congress
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.