Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 63ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 93
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 63ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 93

November 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 63 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 63କରୋନା ଆକ୍ରାନ୍ତଙ୍କ ମଧ୍ୟରେ 15 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 48 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 10th Nov (till 9am) pic.twitter.com/A12JINKAHr

— BMC (@bmcbbsr) November 10, 2020

ସେହିପରି ଆଜି 93 ଜଣ ସୁସ୍ଥ ହୋଇଛନ୍ତି । ନୂତନ 63 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 837ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 853ଜଣ ସୁସ୍ଥ ହୋଇଥିବାବେଳେ 184ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 779  ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026
Latest News

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.