Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାନ୍ଥ ଭୁଶୁଡି ଆଠ ମୃତ
ଆଜିର ଖବର

କାନ୍ଥ ଭୁଶୁଡି ଆଠ ମୃତ

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜସ୍ଥାନ : ରାଜସ୍ଥାନ ଯୋଧପୁରରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ରାଜସ୍ଥାନ ଯୋଧପୁରସ୍ଥିତ ବସ୍ତି ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ଫାକ୍ଟ୍ରିର କାନ୍ଥ ଭୁଶୁଡିବାରୁ 8 ଜଣଙ୍କର ମୃତ୍ୟୁ ହୋଇଛି । ଭଗ୍ନାବଶେଷ ତଳେ 10ରୁ ଅଧିକ ଲୋକ ଚାପି ହୋଇ ରହିଥିବା ଜଣାପଡିଛି । ଯେବେକି ଏହି ଦୁର୍ଘଟଣାରେ 6 ଜଣ ଗୁରୁତର ଭାବରେ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣା କିପରି ଘଟିଲା, ତାହା ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ପୋଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ୍‌ ଟୁଇଟ୍‌ କରି ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ 2 ଲକ୍ଷଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେହିପରି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ପାଇଁ 40 ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

rajsthan
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.