Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣ୍ଡା, ଛତୁଆ ପରେ ଏବେ ଚୁନା ମାଛ : ଏଣିକି ଅଙ୍ଗନବାଡି କେନ୍ଦ୍ରରେ ପିଲାକୁ ମିଳିବ ଚୁନା ମାଛ
ଆଜିର ଖବର

ଅଣ୍ଡା, ଛତୁଆ ପରେ ଏବେ ଚୁନା ମାଛ : ଏଣିକି ଅଙ୍ଗନବାଡି କେନ୍ଦ୍ରରେ ପିଲାକୁ ମିଳିବ ଚୁନା ମାଛ

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୁନା ମାଛ। ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ 3ରୁ 6 ବର୍ଷ ବୟସର ଗର୍ଭବତୀ, ପ୍ରସୂତୀ ଓ କିଶୋରୀଙ୍କୁ ଏହା ଦିଆଯିବ। ଅଙ୍ଗନଓ୍ବାଡି ଖାଦ୍ୟ ତାଲିକାରେ ଏହାକୁ ସାମିଲ କରାଯିବ। ପାଇଲଟ ପ୍ରକଳ୍ପ ଭାବେ ପ୍ରଥମେ ମୟୂରଭଞ୍ଜ ଜିଲାରେ ଏହି ଯୋଜନା ଆରମ୍ଭ କରାଯିବ। ପରେ ଜିଲାର 50ଟି ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହି ଯୋଜନା କାର୍ଯ୍ୟକାରୀ ହେବ । ଏ ନେଇ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭର୍ଚୁଆଲ ବୈଠକ ବସିଥିଲା । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ, ମିଶନ ଶକ୍ତି, ମତ୍ସ୍ୟ ଉତ୍ପାଦାନ, ୱାଲର୍ଡ ଫିସ୍‌ ମଧ୍ୟରେ ବୁଝାମଣା ସ୍ବାକ୍ଷରିତ ହୋଇଛି । ଖୁବ ଶୀଘ୍ର ସମଗ୍ର ରାଜ୍ୟରେ ଏହା କାର୍ଯ୍ୟକ୍ଷମ ହେବ ବୋଲି ସ୍ଥିର ହୋଇଛି ।

ଅଙ୍ଗନବାଡ଼ି କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Latest News

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.