Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଜିଟାଲ୍‌ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ବଡ ଘୋଷଣା କଲେ କେନ୍ଦ୍ର ସରକାର
ଆଜିର ଖବର

ଡିଜିଟାଲ୍‌ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ବଡ ଘୋଷଣା କଲେ କେନ୍ଦ୍ର ସରକାର

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ଆଜି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଏହି ଦୁଇଟି ପ୍ଲାଟଫର୍ମ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଅଧୀନରେ ଆସିବ ବୋଲି ବିଜ୍ଞପ୍ତି ଜାରି ହୋଇଛି। ଦେଶରେ ଚାଲୁଥିବା ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ଓ ଅନଲାଇନ୍ କଣ୍ଟେଣ୍ଟ ପ୍ରୋଗ୍ରାମ ଏଣିକି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ ଆସିବ । ଆଜି ଏନେଇ କେନ୍ଦ୍ର ସରକାର ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି ।

ଏହାଦ୍ୱାରା ଏଣିକି ଅନଲାଇନ୍ ମାଧ୍ୟମରେ ପ୍ରସାରିତ ହେଉଥିବା ସମସ୍ତ ଭିଡିଓ, ଅଡିଓ, ନ୍ୟୁଜ୍ ଆଦି ସୂଚନା ଓ ପ୍ରସାରଣ ବିଭାଗର ନିୟମ ଅଧୀନରେ ଆସିବ। ଯେ କେହି, ଏହି ନିୟମ ଉଲ୍ଲଂଘନ କରିବ ସେ ଆଇନ୍ ଅନୁଯାୟୀ ଦଣ୍ଡନୀୟ ହେବ ବୋଲି କୁହାଯାଇଛି। ଅନ୍ ଲାଇନ ଓ୍ୱେବସାଇଟ୍ ଏବଂ ଓଟିଟି ପ୍ଲାଟଫର୍ମ ପାଖରେ ଖବର ପ୍ରସାରଣ କରିବାର ସ୍ୱାଧୀନତା ରହିବ । କିନ୍ତୁ ଖବର ପ୍ରସାରଣ ନେଇ ଉତ୍ତରଦାୟୀ ହେବାକୁ ପଡ଼ିବ । କୌଣସି ଖବର ବା ଭିଡିଓକୁ ନେଇ ଆପତ୍ତି ଉଠିଲେ ସରକାର ଜବାବ ତଲବ କରିପାରିବେ । କିଛି ଦିନ ତଳେ ସୁପ୍ରିମକୋର୍ଟ ମଧ୍ୟ ଏନେଇ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଜାରି କରିଥିଲେ। ଅନଲାଇନ୍ ମିଡିଆକୁ ନେଇ ଖୁବଶୀଘ୍ର ଏକ ରେଗୁଲେସନ ଆଣିବାକୁ କୋର୍ଟ କହିଥିଲେ।  (ଏଜେନ୍ସି)

ଓଟିଟି ଡିଜିଟାଲ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.