Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 59 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 75
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 59 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 75

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 59ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 59 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 5ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 54 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 11th Nov (till 9am) pic.twitter.com/00UfqjzDJF

— BMC (@bmcbbsr) November 11, 2020

ସେହିପରି ଆଜି 230 ଜଣ ସୁସ୍ଥ ହୋଇଛନ୍ତି । ନୂତନ 88 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 29 ହଜାର 896ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 28 ହଜାର 928ଜଣ ସୁସ୍ଥ ହୋଇଥିବାବେଳେ 185ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 762ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

bmc
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.