Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ

November 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୩୪୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦୬, କଟକରୁ ୯୯, ବଲାଙ୍ଗିରିରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡ଼ାରୁ ୭୦, ପୁରୀରୁ ୬୩, ଜଗତସିଂହପୁରରୁ ୫୬, କେନ୍ଦୁଝରରୁ ୫୫, ମୟୂରଭଞ୍ଜରୁ ୫୫, ବାଲେଶ୍ବରରୁ ୪୫, ଯାଜପୁରରୁ ୪୩, ଝାରସୁଗୁଡାରୁ ୪୧, ସମ୍ବଲପୁରରୁ ୩୩, ନବରଙ୍ଗପୁରରୁ ୩୧, ଭଦ୍ରକରୁ ୩୦, ଅନୁଗୁଳରୁ ୨୮, କଳାହାଣ୍ଡିରୁ ୨୭, ଗଞ୍ଜାମରୁ ୨୫, କନ୍ଧମାଳରୁ ୨୧, କୋରାପୁଟରୁ ୨୧, ମାଲକାନଗିରିରୁ ୨୧, ଢେଙ୍କାନାଳରୁ ୨୦, ସୋନପୁରରୁ ୧୯, ନୟାଗଡରୁ ୯, ଦେବଗଡ଼ରୁ ୮, ରାୟଗଡ଼ାରୁ ୫ ଏବଂ ଷ୍ଟେଟ ପୁଲରୁ ୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୨ ହଜାର ୪୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର  ମଧ୍ୟରୁ ୧୧ ହଜାର ୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୬୯ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

recovered ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026
Latest News

ଫାଶୀଦଣ୍ଡର ବିକଳ୍ପ ପଦ୍ଧତିକୁ ଖାରଜ କଲେ ସୁପ୍ରିମ କୋର୍ଟ: କେନ୍ଦ୍ରକୁ ଦେଲେ ଏହି ପରାମର୍ଶ

August 18, 2026

ରାଜ୍ୟପାଳଙ୍କ କାର୍ଯ୍ୟକ୍ରମରେ ଯୋଗଦେଇ ଟାଙ୍ଗି ଅଞ୍ଚଳ ପାଇଁ ଗୌରବ ଆଣିଲେ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା

August 18, 2026

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.