Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୭୨ ଜଣ ଚିହ୍ନଟ ହୋଇଥିବାବେଳେ ୪୧୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ହଜାର ୯୮୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୨ ହଜାର ୪୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୯୭୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୯୮୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬୪, ବାଲେଶ୍ଵରରୁ ୪୩,  ବରଗଡରୁ ୩୪, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨୬, ବୌଦ୍ଧରୁ ୮, କଟକରୁ ୮୧,  ଦେବଗଡରୁ ୫,  ଢେଙ୍କାନାଳରୁ ୨୬, ଗଜପତି ରୁ ୩,  ଗଞ୍ଜାମରୁ ୧୫, ଜଗତସିଂହପୁରରୁ  ୫୪, ଯାଜପୁରରୁ ୨୮, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୧୩, କେନ୍ଦ୍ରାପଡାରୁ ୪୪, କେଉଁଝରରୁ ୪୯, କୋରାପୁଟରୁ ୧୪, ମାଲକାନଗିରିରୁ ୬,  ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୧୫, ନୟାଗଡରୁ ୧୦, ନୂଆପଡାରୁ ୩୮, ପୁରୀରୁ ୩୨, ରାୟଗଡାରୁ ୧୬,  ସମ୍ବଲପୁରରୁ ୧୬, ସୋନପୁରରୁ ୩, ସୁନ୍ଦରଗଡରୁ ୮୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Odisha କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.