Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବିଶଙ୍କର ପ୍ରସାଦଙ୍କୁ ପାଟନାରେ କଳାପତାକା ପ୍ରଦର୍ଶନ
ଆଜିର ଖବର

ରବିଶଙ୍କର ପ୍ରସାଦଙ୍କୁ ପାଟନାରେ କଳାପତାକା ପ୍ରଦର୍ଶନ

March 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Ravi Shankar Prasad is Shown Black Flags in patna
Ravi Shankar Prasad is Shown Black Flags in patna

ପାଟନାରେ ବିଜେପି କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି । ବିଜେପି ପକ୍ଷରୁ ପାଟନା ସାହିବରେ ପ୍ରାର୍ଥୀ ହୋଇଥିବା ଶ୍ରୀ ପ୍ରସାଦ ପ୍ରଥମ ଥର ପାଇଁ ପାଟନା ଆସିଥିବା ବେଳେ ବିମାନ ବନ୍ଦର ସମ୍ମୁଖରେ ତାଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଥିଲା । ସୂଚନା ଅନୁଯାୟୀ କଳା ପତାକା ଦେଖାଇଥିବା ଲୋକ ମାନେ ହେଉଛନ୍ତି ଆର କେ ସିହ୍ନାଙ୍କ ସମର୍ଥକ ଯିଏକି ଏହି ଆସନରୁ ପ୍ରାର୍ଥୀ ହେବା ପାଇଁ ଆଶା ରଖିଥିଲେ । ତେବେ ରବି ଶଙ୍କର ପାଟନାରୁ ଫେରିବା ସମୟରେ ଗଣମାଧ୍ୟମ ଅଧିକାରୀଙ୍କୁ  ବିଜେପି ତାଙ୍କୁ ଯୋଗ୍ୟ ଅଧିକାରୀ ଭାବିଥିବାରୁ ଦଳଙ୍କୁ କୃତଜ୍ଞାନ ଜ୍ଞାପନ କରିଥିବାର କହିଥିଲେ ।  ଏବଂ ନିର୍ବାଚନରେ ସେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ ମଧ୍ୟ କହିଥିଲେ । ଜାତୀୟତା ପ୍ରତି ଦଳର ପ୍ରତିବଦ୍ଧତା ଏବଂ ଉନ୍ନତ ଶାସନ ବ୍ୟବସ୍ଥା ଯୋଗୁଁ ବିଜେପି ପୁନର୍ବାର ମୋଦିଙ୍କ ନେତୃତ୍ବରେ ସରକାର ଗଠନ କରିବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରସାଦ ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Latest News

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.