Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଳରୁ ଠାବ ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ
ଆଜିର ଖବର

ନାଳରୁ ଠାବ ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାମାକ୍ଷାନଗର: ଗତ କାଲିଠୁ ନିଖୋଜ ଥିବା ଜଣେ 4 ବର୍ଷର ଶିଶୁ କନ୍ୟାର ମୃତଦେହ ଏକ ନାଳରୁ ଉଦ୍ଧାର ହୋଇଛି ।  ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଟିର ମୃତଦେହରେ କ୍ଷତବିକ୍ଷତ ଚିହ୍ନ ଥିବାରୁ କିଏ ଓ କାହିଁକି ଏପରି କାଣ୍ଡ ଘଟାଇଲା ସେ ନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ସମୟରେ ଶିଶୁ କନ୍ୟାଟି ଘର ପାଖରେ ଖେଳୁଥିଲା। ହେଲେ କିଛି ସମୟ ପରେ ପରିବାର ଲୋକେ ଖୋଜିବାରୁ ଆଉ ସନ୍ଧାନ ପାଇନଥିଲେ। ଏହାପରେ ରାତିରେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରି ନିରାଶ ହୋଇଥିଲେ। ଆଜି ସକାଳୁ ଶିଶୁଟିର ମୃତଦେହ ଘରଠୁ ଅଧ କି.ମି ଦୂର ଥିବା ମାଗାମ୍ବୁର ନାଳରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ଶିଶୁ କନ୍ୟାଟିର ହତ୍ୟା କାହିଁକି ଓ କିପରି କରାଗଲା ସେ ନେଇ ସନ୍ଦେହ ସୃଷ୍ଟି ହୋଇଛି । ତଦନ୍ତ ପରେ ଏହି ଘଟଣା ସାମ୍ନାକୁ ଆସିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.