Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ
ଆଜିର ଖବର

ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦେବଗଡ଼: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ। ସମ୍ବଲପୁର ସାଂସଦଙ୍କ କାର୍‌କୁ ଟ୍ରକ୍‌ ଧକ୍କା ଦେଇଛି। ତେବେ ସାଂସଦ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦେବଗଡ଼ ଥାନା ତଥା ତିଳେଇବଣି ବ୍ଲକ କୁରଡ଼ ଗାଁ ଏନ୍‌ଏଚ୍-53ରେ ଏହି ଘଟଣା ଘଟିଛି। ସମ୍ବଲପୁରରୁ ଫେରୁଥିବା ବେଳେ ସାଂସଦ ନୀତେଶ ଗଙ୍ଗଦେବଙ୍କ ଗାଡି ଦୁର୍ଘଟଣାଗସ୍ତ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ ଗତକାଲି ରାତିରେ ଦେବଗଡ ଥାନା ଏନ୍‌ଏଚ୍‌-49ର କୁରୁଡ ନିକଟରେ ଏହି ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ସମୟରେ ଗାଡ଼ି ଭିତରେ ସାଂସଦ ନୀତେଶ ଗଙ୍ଗଦେବ ରହିଥିଲେ। ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ସାଂସଦଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ।

ଗତକାଲି ରାତି 10ଟାରେ ପଛରୁ ଆସୁଥିବା ଏକ ଟ୍ରକ୍ ( ଏଚ୍‌ଆର୍‌-55 ଏସି-8106) ଧକ୍କା ହେବାରୁ ସମ୍ବଲପୁର ସାଂସଦ ନିତେଶ୍ ଗଙ୍ଗଦେବଙ୍ଗ କାର (OD02U-2323) କ୍ଷତିଗ୍ରସ୍ତ ହୋଇଛି। ତେବେ ସୌଭାଗ୍ୟବଶତଃ ସାଂସଦ ଶ୍ରୀ ଗଙ୍ଗଦେବ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.