Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : 24 ଘଣ୍ଟାରେ 44 ହଜାର ନୂତନ ଆକ୍ରାନ୍ତ, 547 ମୃତ
ଆଜିର ଖବର

କରୋନା ଅପଡେଟ୍‌ : 24 ଘଣ୍ଟାରେ 44 ହଜାର ନୂତନ ଆକ୍ରାନ୍ତ, 547 ମୃତ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 44ହଜାର ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 547 ଜଣଙ୍କର ମୃତ୍ୟୁ ଘଟିଛି । 44 ହଜାର 879 ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 87 ଲକ୍ଷ 28 ହଜାର 795ରେ ପହଞ୍ଚିଛି । ସେହିପରି 24 ଘଣ୍ଟା ମଧ୍ୟରେ 547 ଜଣଙ୍କର ମୃତ୍ୟୁ ଘଟିବା ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 28 ହଜାର 668ରେ ପହଞ୍ଚିଛି । ବିଗତ 24 ଘଣ୍ଟା ମଧ୍ୟରେ 49 ହଜାର 79 ଜଣ ସୁସ୍ଥ ହୋଇଥିବା ବେଳେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 81 ଲକ୍ଷ 15 ହଜାର 580ରେ ପହଞ୍ଚିଛି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4ଲକ୍ଷ 84 ହଜାର 547ରେ ପହଞ୍ଚିଛି । ସମଗ୍ର ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା 5 କୋଟି 27 ଲକ୍ଷ 23 ହଜାର 560ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା 12 ଲକ୍ଷ 92ହଜାର 775ରେ ପହଞ୍ଚିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Latest News

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.