Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ରାଜ୍ୟରେ ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮୫ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭ହଜାର ୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୩ ହଜାର ୭୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୭୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୧୦୧୮ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୯୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬୫, ବାଲେଶ୍ଵରରୁ ୨୪,  ବରଗଡରୁ ୨୭, ଭଦ୍ରକରୁ ୯, ବଲାଙ୍ଗିରରୁ ୬୭, ବୌଦ୍ଧରୁ ୨, କଟକରୁ ୭୩,  ଦେବଗଡରୁ ୪,  ଢେଙ୍କାନାଳରୁ ୨୦, ଗଜପତିରୁ ୭,  ଗଞ୍ଜାମରୁ ୧୩, ଜଗତସିଂହପୁରରୁ  ୫୧, ଯାଜପୁରରୁ ୩୯, ଝାରସୁଗୁଡାରୁ ୨୭, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୧୯, କେନ୍ଦ୍ରାପଡାରୁ ୩୮, କେଉଁଝରରୁ ୩୫,ଖୋରଧାରୁ  ୮୩,  କୋରାପୁଟରୁ ୧୨, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୮୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୧୦, ନୂଆପଡାରୁ ୪୧, ପୁରୀରୁ ୩୮,  ସମ୍ବଲପୁରରୁ ୪୬, ସୋନପୁରରୁ ୮, ସୁନ୍ଦରଗଡରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୭ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.