Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାନ୍ଦପୁର ବେଣ୍ଟ ଛକରେ ଅଘଟଣ : ଚଳନ୍ତା ଟ୍ରକରେ ଲାଗିଲା ନିଆଁ
ଆଜିର ଖବର

ଚାନ୍ଦପୁର ବେଣ୍ଟ ଛକରେ ଅଘଟଣ : ଚଳନ୍ତା ଟ୍ରକରେ ଲାଗିଲା ନିଆଁ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଟାଙ୍ଗୀ : ଚଳନ୍ତା ଷ୍ଟିଲ ଜିନିଷ ବୋଝେଇ ଟ୍ରକରେ ଲାଗିଲା ନିଆଁ । ଅଳ୍ପକେ ବର୍ତିଲେ ଡ୍ରାଇଭର। ଆଜି ପୂର୍ବାହ୍ନରେ ଚାନ୍ଦପୁର 16 ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବେଣ୍ଟ ଛକରେ  ଉକ୍ତ ଘଟଣାଟି ଘଟିଯାଇଛି। ମିଳିଥିବା ସୂଚନା ଅନୁଯାୟୀ ହାଇଦରାବାଦରୁ ଟାଟା ଡ଼ୁବୁରୀ  ଷ୍ଟିଲ ଜିନିଷ ନେଇ ଯାଉଥିବା OD05AS6575 ନମ୍ବର ବିଶିଷ୍ଟ  ଟ୍ରକଟିକୁ  ଆଜି ସକାଳ 10ଘଟିକାରେ ଚାନ୍ଦପୁର 16ନମ୍ବର  ଜାତୀୟ ରାଜପଥ ବେଣ୍ଟ ଛକ ନିକଟରେ ରଖି ଟ୍ରକ ଡ୍ରାଇଭର ସରୋଜ କୁମାର ଖୁଣ୍ଟିଆ  ଜଳପାନ କରିବାକୁ ଯାଇଥିବାବେଳେ ହଠାତ ଟ୍ରକର ପଛ ପାର୍ଶ୍ୱରେ ନିଆଁ ଲାଗିଯାଇଥିଲା। ଫଳରେ ଟ୍ରକରେ ଷ୍ଟିଲ ଜିନିଷ ଗୁଡ଼ିକ ପୋଡ଼ିଯାଇଛି। ଖବର ପାଇ ଘଟଣାସ୍ଥଳରେ ଟାଙ୍ଗୀ ଅଗ୍ନିଶମ ବିଭାଗ ଅଧିକାରୀ ଅବିନାଶ ପୃଷ୍ଟି ସଦଳବଳେ ପହଁଚି ନିଆଁକୁ ଆୟତ୍ତ କରିଥିବା ସ୍ଥଳେ ଚାନ୍ଦପୁର ପୋଲିସ ଟ୍ରାଫିକ କ୍ଳିଅର କରିଥିଲା। ହେଲେ ଷ୍ଟିଲ ଜାତୀୟ ପଦାର୍ଥ ଥିବାରୁ ଖରାର ସଂସ୍ପର୍ଶରେ ଆସି ପରସ୍ପର ମଧ୍ୟରେ ଘର୍ଷଣ ସଂସ୍ପର୍ଶରେ  ଅଗ୍ନି ଉତ୍ପନ ହୋଇଥିବାର ଅନୁମାନ କରାଯାଉଛି।

ଚାନ୍ଦପୁର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.