Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଆଜିର ଖବର

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ’ବନ୍ଦେ ଉତ୍କଳ ଜନନୀ’ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଧ୍ୟମିକ ସ୍ତରରେ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ରହିବ ବନ୍ଦେ ଉତ୍କଳ ଜନନୀ। ମୁଖମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ।

ଜୁନ୍‌ 7 ତାରିଖରେ  କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅମର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ଭାବେ ସରକାରୀ ମାନ୍ୟତା ପ୍ରଦାନ କରାଯାଇଥିଲା । ରାଜ୍ୟ ସଙ୍ଗୀତ ମାନ୍ୟତା ପାଇବା ପରେ ଏହି ସଙ୍ଗୀତକୁ  ରାଜ୍ୟସରକାରଙ୍କ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ତଥା ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ସ୍କୁଲ, କଲେଜ, ସଭାସମିତି ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠ ସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗୀତ ସହ ପରିବେଷଣ ହେବ ବୋଲି ସୂଚନା ଦିଆଯାଇଥିଲା । ସେହିପରି ସ୍କୁଲ ପାଠ୍ୟକ୍ରମରେ ଏହି ଅମର ସଙ୍ଗୀତ ସ୍ଥାନିତ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଥିଲେ । ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ସହିତ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମ୍ପର୍କରେ ସୂଚନା ରହିବା ନେଇ କହିଥିଲେ ଗଣଶିକ୍ଷା ମନ୍ତ୍ରୀ।

ବନ୍ଦେ ଉତ୍କଳ ଜନନୀ ସ୍କୁଲ ପାଠ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026
Latest News

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

କାଳବୈଶାଖୀ ସତର୍କତା: ୨୦ ଜିଲ୍ଲାକୁ ୱାର୍ଣ୍ଣିଂ

April 7, 2026

IPL 2026: ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ, ପ୍ରଥମ ସ୍ଥାନରେ ପଞ୍ଜାବ କିଙ୍ଗସ୍

April 7, 2026

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.