Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିଲା ନୂଆ ଜେଲ୍‌ ମାନୁଆଲ :  6 କଏଦୀଙ୍କ ପାଇଁ ଜଣେ ସୁରକ୍ଷାକର୍ମୀ
ଆଜିର ଖବର

ଆସିଲା ନୂଆ ଜେଲ୍‌ ମାନୁଆଲ :  6 କଏଦୀଙ୍କ ପାଇଁ ଜଣେ ସୁରକ୍ଷାକର୍ମୀ

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 
ରାଜସ୍ଥାନରୁ ISI ଏଜେଣ୍ଟ ଗିରଫ: ପାକିସ୍ତାନକୁ ପଠାଉଥିଲେ ସାମରିକ ସୂଚନା 

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଅନୁମୋଦନ ପରେ କାର୍ଯ୍ଯକାରୀ ହୋଇଛି ନୂତନ ଜେଲ ମାନୁଆଲ । ଏହି ମାନୁଆଲ୍‌ ଅନୁଯାୟୀ ଜେଲରେ ରହୁଥିବା କଏଦୀମାନେ ପାଇବେ ଅନେକ ସୁବିଧା। ବିଭିନ୍ନ କମିଟି ଦ୍ବାରା ଦିଆଯାଇଥିବା ପ୍ରସ୍ତାବ ଉପରେ ସୀମକ୍ଷା ପରେ ଏହି ଜେଲ ମାନୁଏଲ କାର୍ଯ୍ଯକାରୀ ହୋଇଛି । ସେପ୍ଟେମ୍ବର 29ରେ ବିଜ୍ଞପ୍ତି ପ୍ରକାଶ ପରେ ଏହି ମାନୁଆଲ କାର୍ଯ୍ୟକାରୀ ହୋଇଛି । ନୂତନ ମାନୁଆଲ୍‌ରେ କଏଦୀଙ୍କ ସୁରକ୍ଷା  ଓ ମାନବାଧିକାର ଉପରେ ଗୁରୁତ୍ବ ଦିଆଯାଇଛି । ସେହିପରି ଜେଲ୍‌ରେ କଏଦୀଙ୍କ ଚିକିତ୍ସା ସୁବିଧା, ଜେଲ୍‌ ପରିଚାଳନାକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି । ଏହି ମାନୁଆଲ୍‌ ଅନୁଯାୟୀ ସର୍କଲ ଜେଲ୍‌ରେ ହଜାରେ , ଜିଲ୍ଲା ଜେଲ୍‌ରେ 500 କଏଦୀ ରହିପାରିବେ । ସବ୍‌ଜେଲ୍‌ରେ 300 କଏଦୀଙ୍କ ରହିବା ନେଇ ଏହି ମାନୁଆଲରେ ବ୍ୟବସ୍ଥା ହୋଇଛି । ସେହିପରି ପ୍ରତି 6ଜଣ କଏଦୀଙ୍କ ପାଇଁ ଜଣେ ସୁରକ୍ଷା କର୍ମୀ ମୂତୟନ ହେବେ ବୋଲି ସୂଚନା ରହିଛି । ଦୋଷୀ କଏଦୀଙ୍କୁ ମାସରେ 2 ଥର ସାକ୍ଷାତକାର ଦେବାକୁ ମଧ୍ୟ ଅନୁମତି ରହିଛି । ପୂର୍ବରୁ 1942 ଜେଲ ମାନୁଏଲ କାର୍ଯ୍ୟକାରୀ ହେଉଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026
Latest News

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.