Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଚାଙ୍କ ସୁରକ୍ଷା ପାଇଁ କଡା ପଦକ୍ଷେପ ନେଲା କର୍ବେଟ୍‌ ଜାତୀୟ ଉଦ୍ୟାନ୍‌
ଆଜିର ଖବର

ପେଚାଙ୍କ ସୁରକ୍ଷା ପାଇଁ କଡା ପଦକ୍ଷେପ ନେଲା କର୍ବେଟ୍‌ ଜାତୀୟ ଉଦ୍ୟାନ୍‌

November 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୈନିତାଲ: ପେଚାକୁ ଲକ୍ଷ୍ମୀଙ୍କର ବାହନ ବୋଲି ହିନ୍ଦୁଧର୍ମରେ ବିଶ୍ୱାସ କରାଯାଇଥାଏ। ଏହି ବିଶ୍ୱାସ କାରଣରୁ ଦୀପାବଳି ସମୟରେ ଅର୍ଥପ୍ରାପ୍ତି ପାଇଁ ପେଚାବଳି ଦିଆଯାଇଥାଏ। ଏହା ସହିତ ପେଚାର ବ୍ୟବହାର କଳାଯାଦୁ ଏବଂ ଅନ୍ୟାନ୍ୟ ଔଷଧ ପ୍ରସ୍ତୁତିରେ ମଧ୍ୟ ହୋଇଥାଏ। ପେଚାଙ୍କ ସୁରକ୍ଷା ପାଇଁ କର୍ବେଟ ଜାତୀୟ ଉଦ୍ୟାନ ପକ୍ଷରୁ ଏକ ଅନନ୍ୟ ପଦକ୍ଷେପ ଗ୍ରହଣ କରାଯାଇଛି। ଦୀପାବଳିରେ ପେଚା ମାନଙ୍କୁ ସୁରକ୍ଷା ଦେବା ପାଇଁ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯାଇଛି। କର୍ବେଟ ବ୍ୟାଘ୍ର ଅଭୟାରଣ୍ୟରେ ଆସନ୍ତା ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଦୀପାବଳି ସମୟରେ ପେଚା ବଳି ଦିଆଯାଉଥିବାରୁ ଏହାକୁ ରୋକିବା ପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ପେଚା ବର୍ତ୍ତମାନ ବିଲୁପ୍ତପ୍ରାୟ ପ୍ରଜାତିର ପ୍ରାଣୀ ହୋଇଥିବାରୁ ପେଚା ଶିକାର ରୋକିବା ପାଇଁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଛୁଟି ବାତିଲ ହେବା ଦ୍ୱାରା ପ୍ୟାଟ୍ରୋଲିଂକୁ ଅଧିକ କଡାକଡି କରାଯାଇପାରିବ ବୋଲି ଅଭୟାରଣ୍ୟ ନିଦେ୍ର୍ଧଶକ ରାହୁଲ ପ୍ରକାଶ କରିଛନ୍ତି।

ପେଚା
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Latest News

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.